Live Odisha Tv

July 10, 2024

ରାଜ୍ୟ

କିସ୍‍ର ସୁରକ୍ଷା ପାଇଁ ବାହାରିଲେ ଜନଜାତି

ଭୁବନେଶ୍ୱର : କିସ୍‍କୁ ଲଗାତାର ବଦନାମ କରାଯାଉଥିବାରୁ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଏବେ ଭୟଭୀତ । ଗ୍ରୀଷ୍ମ ଛୁଟି ପରେ ସ୍କୁଲ୍‍ ଖୋଲିବା ପୂର୍ବରୁ କିସ୍‍ର ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ ଭୟ ଓ ଆତଙ୍କ ଖେଳିଯାଇଛି । ଏଥିପାଇଁ କିସ୍‍ର ୪୦ ହଜାର ଛାତ୍ରଛାତ୍ରୀଙ୍କ ଅଭିଭାବକଙ୍କ ୫ଶହ ପ୍ରତିନିଧି ଓ ଜନଜାତି ନେତା ଆଜି କିସ୍‍ରେ ପହଞ୍ଚି କିସ୍‍ର ସୁରକ୍ଷା ନେଇ ବ୍ୟାପକ ଆଲୋଚନା କରିଥିଲେ । କୌଣସି କାରଣ ନଥାଇ କିସ୍‍ ଉପରେ ନିୟମିତ

Read More »
ବ୍ୟକ୍ତିତ୍ଵ

ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି । କିଟ୍‍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ଇଣ୍ଡିଆନ୍‍ ସୋସାଇଟି ଫର୍‍ ଟେକ୍‍ନିକାଲ୍‍ ଏଜୁକେସନ୍‍ (ଆଇଏସଟିଇ)ର ୫୩ତମ ଜାତୀୟ ବାର୍ଷିକ ସମ୍ମିଳନୀରେ ଆଜି ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଆଇଏସଟିଇର କାର୍ଯ୍ୟକାରୀ ସମ୍ପାଦକ ଡ଼.ଏସ୍‍.ଏମ୍‍.ଅଲ୍ଲୀ ଏବଂ କୋଷାଧ୍ୟକ୍ଷ ପ୍ରଫେସର ଜି. ମାଲାସେଠୀଙ୍କ ଉପସ୍ଥିତିରେ ଆଇଏସଟିଇର ସଭାପତି ପ୍ରଫେସର ପ୍ରତାପ ସିଂ କାକାସାହେବ ଦେଶାଇ ଶ୍ରୀ ସାମନ୍ତଙ୍କୁ

Read More »
ଦେଶ ବିଦେଶ

୨ଶହ ଦେଶରେ ପାଳିତ ହେଲା ଅନ୍ତର୍ଜାତୀୟ ଆର୍ଟ ଅଫ୍‍ ଗିଭିଂ ଦିବସ

ଭୁବନେଶ୍ୱର : ଜୁନ୍‍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍‍ ଗିଭିଂ’ ଦିବସ ପାଳିତ ହୋଇଯାଇଛି। ଓଡ଼ିଶାର ୩୦ଟି ଜିଲ୍ଲା ସଦର ମହକୁମା ସମେତ ୩୫ଟି ସହର ତଥା ପ୍ରତ୍ୟେକ ବ୍ଲକ୍‍ ଏବଂ ୬୫୦୦ ପଞ୍ଚାୟତରେ ଆର୍ଟ ଅଫ୍‍ ଗିଭିଂ ଦିବସ ପାଳିତ ହୋଇଯାଇଛି । ପ୍ରତ୍ୟେକ ବର୍ଷ ବିଭିନ୍ନ ବିଷୟବସ୍ତୁ ଉପରେ ଆଧାରିତ ଆର୍ଟ ଅଫ୍‍ ଗିଭିଂର ଚଳିତବର୍ଷର ବିଷୟବସ୍ତୁ ଥିଲା ‘ଲେଟ୍‍ସ ଏଓଜି’।

Read More »
ଦେଶ ବିଦେଶ

ଟାଇମ୍‍ସ ହାୟର ଏଜୁକେସନ୍‍ ‘ଇମ୍ପାକ୍ଟ’ ରାଙ୍କିଙ୍ଗରେ କିଟ୍ ଭାରତରେ ଏକ ନମ୍ବର

ଭୁବନେଶ୍ୱର : ପ୍ରତିବର୍ଷ ପରି ଚଳିତବର୍ଷ ଟାଇମ୍‍ସ ହାୟର ଏଜୁକେସନ୍‍ ‘ଇମ୍ପାକ୍ଟ’ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ କିଟ୍‍ ବିଶ୍ୱବିଦ୍ୟାଳୟ ସମଗ୍ର ବିଶ୍ୱରେ ୬ଷ୍ଠ ସ୍ଥାନରେ ରହିଥିବା ବେଳେ ଭାରତରେ ଏକ ନମ୍ବର ସ୍ଥାନରେ ରହିଛି। ବିଶ୍ୱର ଯେଉଁ ବିଶ୍ୱବିଦ୍ୟାଳୟସବୁ ଶିକ୍ଷାଦାନ ଓ ଗବେଷଣା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ ସାମାଜିକ ପ୍ରଭାବ ସୃଷ୍ଟି କରିପାରୁଛନ୍ତି ସେହି ବିଶ୍ୱବିଦ୍ୟାଳୟକୁ ନେଇ ଟାଇମ୍ସ ହାୟର ଏଜୁକେସନ୍‍ ପ୍ରତିବର୍ଷ ଇମ୍ପାକ୍ଟ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ କରିଥାଏ। ଜାତିସଂଘର

Read More »