ନିଟ ଘୋଟାଲା ମାମଲାରେ ୪ ଡାକ୍ତରୀ ଛାତ୍ର ଗିରଫ
ନିଟ-ୟୁଜି ପ୍ରଶ୍ନପତ୍ର ଘୋଟାଲା ମାମଲାରେ ୪ ଜଣ ଡାକ୍ତରୀ ଛାତ୍ରଙ୍କୁ ଗିରଫ କରିଛି ସିବିଆଇ। ସଂପୃକ୍ତ ଅଭିଯୁକ୍ତମାନେ ବିହାର ପାଟନା ଏମ୍ସର ଡାକ୍ତରୀ ଛାତ୍ରମାନେ ବୋଲି ଜଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ୪ ଡାକ୍ତରୀ ଛାତ୍ର ଏମବିବିଏସ୍ ତୃତୀୟ ବର୍ଷର ଚନ୍ଦନ ସିଂ, ରାହୁଲ ଅନନ୍ତ, କୁମାର ସାନୁ ଏବଂ ଦ୍ୱିତୀୟ ବର୍ଷର ଛାତ୍ର କରଣ ଜୈନ। ଏହି ୪ ଛାତ୍ରଙ୍କୁ ପଚରାଉଚରା ପରେ ସିବିଆଇ ଗିରଫ କରିଛି । ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ -ୟୁଜି