Live Odisha Tv

August 1, 2024

ତାଜା ଖବର

ଗଠନ ହେବ ଉତ୍ତର ଓ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ

ରାଜ୍ୟରେ କ୍ଷେତ୍ରୀୟ ଅସାମଞ୍ଜସ୍ୟ ଦୂର କରିବା ପାଇଁ ଉତ୍ତର ଓଡ଼ିଶା ବିକାଶ ପରିଷଦ ଓ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହାସହିତ ସ୍ୱତନ୍ତ୍ର ପ୍ୟାକେଜ ତୁଳନାରେ ଓଡ଼ିଶାକୁ ଚଳିତ କେନ୍ଦ୍ରୀୟ ବଜେଟରେ ଅଧିକ ପରିମାଣର ଅର୍ଥ ବରାଦ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ବିରୋଧୀ ଦଳ ସଦସ୍ୟମାନଙ୍କୁ କଡ଼ା ଜବାବ ଦେଇଛନ୍ତି । ବିଧାନସଭାରେ ଅଗଷ୍ଟ ଓ ସେପ୍ଟେମ୍ବର ମାସ ପାଇଁ

Read More »
କ୍ରୀଡା

କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ପରଲୋକ

ଆଖି ବୁଜିଲେ କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡ । ୭୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଅନେକ ଦିନ ଧରି ସେ ରକ୍ତ କର୍କଟ ରୋଗରେ ପୀଡିତ ଥିଲେ । ଲଣ୍ଡନର କିଙ୍ଗସ କଲେଜ ହସ୍ପିଟାଲରେ ଚିକିତ୍ସା ପରେ ଗତ ମାସରେ ସେ ଭାରତ ଫେରିଥିଲେ। ଏମିତିକି ତାଙ୍କ ଚିକିତ୍ସା ପାଇଁ ବିସିସିଆଇ ପକ୍ଷରୁ ମଧ୍ୟ ୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା। ୧୯୮୩ ଦିନିକିଆ ବିଶ୍ୱକପ୍ ବିଜୟୀ ଭାରତୀୟ ଦଳର ସଦସ୍ୟ ହେଉଛନ୍ତି

Read More »