Live Odisha Tv

August 4, 2024

ତାଜା ଖବର

ୱାକଫ୍ ଆଇନରେ ସଂଶୋଧନ ହେବାର ସମ୍ଭାବନା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଚଳିତ ସପ୍ତାହରେ ୱାକଫ୍ ବୋର୍ଡର କ୍ଷମତା ଏବଂ କାର୍ଯ୍ୟକାରିତାରେ ସଂଶୋଧନ ସମ୍ବନ୍ଧୀୟ ଏକ ବିଲ୍ ସଂସଦରେ ଆଗତ କରିପାରନ୍ତି। ମିଳିଥିବା ସୂଚନା ଅନୁଯାୟୀ, ମୋଦୀ ସରକାର କୌଣସି ସମ୍ପତ୍ତିକୁ ‘ଓ୍ଵାକଫ୍ ସମ୍ପତ୍ତି’ କରିବା ନେଇ ପରିବର୍ତ୍ତନ ଆଣିପାରନ୍ତି। ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ କ୍ୟାବିନେଟ୍ ୱାକଫ୍ ଆଇନରେ ପ୍ରାୟ ୪୦ଟି ସଂଶୋଧନକୁ ଅନୁମୋଦନ କରିଛି। ପ୍ରସ୍ତାବିତ ସଂଶୋଧନ ଅନୁଯାୟୀ, ୱାକଫ୍ ବୋର୍ଡ ଦ୍ୱାରା କରାଯାଇଥିବା ସମ୍ପତ୍ତି ଉପରେ ଦାବିକୁ ବାଧ୍ୟତାମୂଳକ

Read More »
ତାଜା ଖବର

୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କେତେ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ବଜ୍ରପାତ ହୋଇପାରେ। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼ ଓ ପୁରୀ ଜିଲ୍ଲାରେ

Read More »
ତାଜା ଖବର

କେନ୍ଦୁଝର ଜିଲ୍ଲାରେ ହେବ ମେଗା ଷ୍ଟିଲ ପ୍ଲାଂଟ

ଆସନ୍ତା ୫ବର୍ଷ ମଧ୍ୟରେ ରାଜ୍ୟରେ ସାଢ଼େ ୩ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ଏହାସହିତ ଖଣିଜସମୃଦ୍ଧ କେନ୍ଦୁଝର ଜିଲ୍ଲାରେ ମେଗା ଷ୍ଟିଲ ପ୍ଲାଂଟ ନିର୍ମାଣ ପାଇଁ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କଫୋର୍ସ ଗଠନ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଲୋକସେବା ଭବନରେ ରାଜ୍ୟର ଶିଳ୍ପ କ୍ଷେତ୍ରର ଅଗ୍ରଗତିର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅଧିକ ନିଯୁକ୍ତି ପ୍ରଦାନକାରୀ

Read More »
ତାଜା ଖବର

ଅରୁଣ ଷଡ଼ଙ୍ଗୀ ହେବେ ରାଜ୍ୟ ପୁଲିସ ଡିଜି

ରାଜ୍ୟ ଜେଲ୍ ବିଭାଗ ଡିଜି ୧୯୮୯ ବ୍ୟାଚ୍ ଆଇପିଏସ୍ ଅମ୍ରିତ ମୋହନ ପ୍ରସାଦଙ୍କୁ ସିଆରପିଏଫ ସ୍ପେଶାଲ ଡିଜି ଭାବେ ନିଯୁକ୍ତି ମିଳିଛି। ଏପଟେ ରାଜ୍ୟ ସରକାର ୧୯୯୦ ବ୍ୟାଚ୍ ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ସ୍ଥାୟୀ ପୁଲିସ ଡିଜି(ପୁଲିସ ଫୋର୍ସ ମୁଖ୍ୟ) କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଶ୍ରୀ ଷଡ଼ଙ୍ଗୀ ଏବେ ଅତିରିକ୍ତ ଭାବେ ରାଜ୍ୟ ପୁଲିସ ଡିଜି ଦାୟିତ୍ୱ ତୁଲାଉଛନ୍ତି। କେନ୍ଦ୍ର ସରକାରଙ୍କ ରୋଷର ଶିକାର ହୋଇ ଓଡ଼ିଶା ଫେରୁଥିବା ୧୯୯୦ ବ୍ୟାଚ୍ ଆଇପିଏସ୍ ଯୋଗେଶ ବାହାଦୂର

Read More »