୫ବର୍ଷରେ ମିଳିବ ମୋଟ ୫୦ହଜାର ଟଙ୍କା
ରାଜ୍ୟର ମହିଳାମାନଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ରାଜ୍ୟ ସରକାର ଯୋଗାଇଦେବେ । ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ୨ଟି କିସ୍ତିରେ ଏହି ଟଙ୍କା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ସେମାନେ ନିଜ ଇଚ୍ଛାରେ ଏହି ଟଙ୍କା ଖର୍ଚ୍ଚ କରିପାରିବେ । ଆର୍ଥିକ ସ୍ୱଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳାମାନଙ୍କୁ ବାଦ୍ ଦେଇ ରାଜ୍ୟର ୨୧ବର୍ଷରୁ ଅଧିକ ଓ ୬୦ବର୍ଷରୁ କମ୍