Live Odisha Tv

September 1, 2024

ତାଜା ଖବର

‘ସୁଭଦ୍ରା’ ଯୋଜନା ପାଇଁ ଆଜିଠାରୁ ଆବେଦନ

ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ପାଇଁ ଆଜିଠାରୁ ଆରମ୍ଭ ହେଲା ଆବେଦନ। ସେଥିପାଇଁ ଅଙ୍ଗନବାଡି କେନ୍ଦ୍ରରେ ଲାଗିଛି ଲମ୍ୱା ଲାଇନ। ଅଙ୍ଗନବାଡି କେନ୍ଦ୍ର ବ୍ୟତୀତ ବ୍ଲକ୍‌ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ଦେଖିବାକୁ ମିଳୁଛି ଅସମ୍ଭାଳ ଭିଡ଼। ଏମିତି କି ଗାଁରେ ଘର ଘର ବୁଲି ଫର୍ମ ବାଣ୍ଟୁଛନ୍ତି ଅଙ୍ଗନବାଡି ଦିଦି। ତା’ସହିତ ଫର୍ମ କେମିତି ପୂରଣ କରିବେ, ଆଉ କେଉଁ କେଉଁ ପ୍ରମାଣପତ୍ର ଦେଇ ଆବେଦନ କରିବେ ସେ ନେଇ ମଧ୍ୟ

Read More »
ଅପରାଧ

ହିନ୍ଦୁ ଶିକ୍ଷକଙ୍କୁ ଚାକିରିରୁ ବଳପୂର୍ବକ ଇସ୍ତଫା

ନୂଆଦିଲ୍ଲୀ: ଶେଖ ହସିନା ସରକାରଙ୍କ ପତନ ପରେ ବାଂଲାଦେଶରେ ହିନ୍ଦୁଙ୍କ ବିରୋଧରେ ଅତ୍ୟାଚାର ମାମଲା କ୍ରମାଗତ ବଢିବାରେ ଲାଗିଛି । ସଦ୍ୟତମ ଘଟଣାକ୍ରମେ ସେଠାରେ ପିଲାଙ୍କୁ ପାଠ ପଢାଉଥିବା ହିନ୍ଦୁ ଶିକ୍ଷକଙ୍କୁ ଚାକିରିରୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଉଛି । ସେମାନଙ୍କଠୁ ବଳପୂର୍ବକ ଇସ୍ତଫା ନିଆଯାଉଛି । ଇଣ୍ଡିଆ ଟୁଡେର ରିପୋର୍ଟ ଅନୁଯାୟୀ, ପଡୋଶୀ ଦେଶରେ  ଏ ପର୍ଯ୍ୟନ୍ତ ଅତି କମରେ ୫୦ ହିନ୍ଦୁ ଶିକ୍ଷକଙ୍କୁ ଚାକିରିରୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଇଛି । ବାଂଲାଦେଶର ବରିଶପାଲର ବେକରଗଞ୍ଜ

Read More »
ତାଜା ଖବର

ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ବର: ଗତକାଲିର ଅବପାତ ଆଜି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂରେ ରହିଛି। ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୨୦ କିଲୋମିଟର ବେଗରେ ଗତି କରୁଛି ଅବପାତ। ଏହା ବିଶାଖାପାଟଣା ଠାରୁ ୧୫୦ କିମି ଏବଂ ମାଲକାନଗିରି ଠାରୁ ୭୦ କିମି ଦୂରରେ ରହିଛି। ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ପରେ ଦୁର୍ବଳ ହୋଇ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ। ପ୍ରଭାବରେ

Read More »