Live Odisha Tv

September 5, 2024

ଅପରାଧ

ଭାରତରେ ଟେଲିଗ୍ରାମ ଆପ ହୋଇପାରେ ବ୍ୟାନ୍‌

ବଢୁଛି ଟେଲିଗ୍ରାମ ମେସେଜିଂ ଆପର ଅଡୁଆ | ଡାଟା ଚୋରି ଅଭିଯୋଗରେ ଭାରତରେ ହୋଇପାରେ ବ୍ୟାନ୍‌ | ଏକ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଏହି ମେସେଜିଂ ଆପ୍ ଉପରେ ଭାରତ ସରକାର ଯାଞ୍ଚ କରୁଛନ୍ତି । ଟେଲିଗ୍ରାମର ସିଇଓ ପାୱେଲ୍ ଡୁରୋବ ଡାଟା ଚୋରି କିମ୍ବା ଜୁଆ କାରବାରରେ ଆପ୍ ଜଡ଼ିତ ଥିବା ଅଭିଯୋଗରେ ଗିରଫ ହୋଇଥିବାବେଳେ ଅଭିଯୋଗର ସତ୍ୟାସତ୍ୟ ଉପରେ ତଦନ୍ତ ଚାଲିଛି । ପ୍ୟାରିସର ବାହରୱାର୍ଗେଣ୍ଟ ବିମାନ ବନ୍ଦରରେ ଟେଲିଗ୍ରାମର ପ୍ରତିଷ୍ଠାତା ଏବଂ ସିଇଓ

Read More »
ତାଜା ଖବର

ତାଳ ଗଛ ଲଗାଇବା ପାଇଁ ୭ କୋଟି ଟଙ୍କା

ଭୁବନେଶ୍ୱର : ରାଜ୍ୟରେ ବଜ୍ରପାତ ସଂଖ୍ୟା ବଢ଼ି ଚାଲିଥିବାରୁ ତାଳ ଗଛ ଲଗାଇବା ପାଇଁ ରାଜ୍ୟ ସରକାର ୭ କୋଟି ଟଙ୍କା ବନ ବିଭାଗକୁ ଦେଇଛନ୍ତି । ଆଜି  ବିଧାନସଭା ପ୍ରଶ୍ନକାଳରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି । ମନ୍ତ୍ରୀ କହିଛନ୍ତି  ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ପାଇଁ ସରକାର ପାଖରେ  ଯଥେଷ୍ଟ ପାଣ୍ଠି ଅଛି। ବର୍ତମାନ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପାଖରେ ୨୩୦୦ କୋଟି ଟଙ୍କା

Read More »
ତାଜା ଖବର

ଛାତ୍ରଛାତ୍ରୀମାନଙ୍କୁ ବର୍ଷକୁ ୫ ହଜାର ହାତଖର୍ଚ୍ଚ

ଭୁବନେଶ୍ବର: ଅଧାରୁ ପାଠ ଛାଡୁଥିବା ଜନଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କୁ ପୁଣି ସ୍କୁଲକୁ ଫେରାଇ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାର ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି। ଆର୍ଥିକ ସ୍ବଚ୍ଛଳ ନ ଥିବା କାରଣରୁ ପାଠ ଛାଡୁଥିବା ଛାତ୍ରଛାତ୍ରୀଙ୍କ ଶିକ୍ଷା ଜାରି ରଖିବା ପାଇଁ ଏଣିକି ସରକାର ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବର୍ଷକୁ ୫ ହଜାର ଟଙ୍କାର ହାତଖର୍ଚ୍ଚ ପ୍ରଦାନ କରିବେ। ଏହା ଦ୍ବାରା ରାଜ୍ୟର ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ

Read More »