Live Odisha Tv

September 14, 2024

ତାଜା ଖବର

‘ସୁଭଦ୍ରା’ ପାଇଁ ମଙ୍ଗଳବାର ଭୁବନେଶ୍ୱରରେ ସ୍କୁଲ୍‌, କଲେଜ ଛୁଟି

ରାଜ୍ୟରେ କ୍ଷମତାସୀନ ବିଜେପି ସରକାରର ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ଉପଲକ୍ଷେ ଆସନ୍ତା ୧୭ତାରିଖ ମଙ୍ଗଳବାର ଦିନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ୍, ମାଜିଷ୍ଟ୍ରେଟ୍ କୋର୍ଟ ଛୁଟି ରହିବ । ତେବେ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ଶିକ୍ଷାନୁଷ୍ଠାନ ମଙ୍ଗଳବାର ସମ୍ପୂର୍ଣ୍ଣ ଛୁଟି ରହିବ । ଆଜି ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବା ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ

Read More »
ଦେଶ ବିଦେଶ

କିଟ୍‍ ବିଶ୍ୱବିଦ୍ୟାଳୟର ବିଂଶତମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର : ଯୁବଶକ୍ତି ହେଉଛି ଦେଶର ସବୁଠୁ ବଡ଼ ଶକ୍ତି ବୋଲି ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ କହିଛନ୍ତି। ଆଜି କିଟ୍‍ ବିଶ୍ୱବିଦ୍ୟାଳୟର ବିଂଶତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ଦାସ କହିଲେ, ଯୁବଶକ୍ତି ହେଉଛି ଭବିଷ୍ୟତର ମୂଳଦୁଆ। ଏହି ଯୁବଉର୍ଜା, ଉତ୍ସାହ ଓ ନବସର୍ଜନା ସହ ଭାରତ ଆଜି ବିଶ୍ୱରେ ସଫଳତାର କାହାଣୀ ଲେଖିଚାଲିଛି। ଭାରତର ଯୁବଶକ୍ତି ହେଉଛନ୍ତି ପରିବର୍ତ୍ତନ ବାହକ। ଏକ ସମୃଦ୍ଧ ଭାରତ ଗଠନରେ ଯୁବଶକ୍ତିଙ୍କ ଅଗ୍ରଣୀ ଭୂମିକା ରହିଛି ବୋଲି ସେ

Read More »