Live Odisha Tv

September 17, 2024

ତାଜା ଖବର

ଆତିଶୀ ମାର୍ଲେନା ହେବେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ। ଆଜି ଅପରାହ୍ନରେ ସେ ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ଆତିଶୀ, ସୌରଭ ଭରଦ୍ୱାଜ ଓ ଗୋପାଳ ରାୟ ପ୍ରମୁଖ ଉପସ୍ଥିତ ଥିଲେ। କେଜ୍ରିୱାଲ ଇସ୍ତଫା ଦେଇଥିବାରୁ ଏବେ ଆପର ଅନ୍ୟତମ ବରିଷ୍ଠ ନେତା ଆତିଶୀ ମାର୍ଲେନା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେବେ। ଆଜି ସେ ମଧ୍ୟ ଉପ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି

Read More »
ଦେଶ ବିଦେଶ

ଆସନ୍ତ ୨୧ ତାରିଖରୁ ଆମେରିକା ଗସ୍ତ କରିବେ ମୋଦି

ଆସନ୍ତ ୨୧ ତାରିଖରୁ ୨୩ ଯାଏ ଆମେରିକା ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କ୍ୱାଡ ନେତାମାନଙ୍କ ୪ର୍ଥ ସମ୍ମିଳନୀରେ ଯୋଗ ଦେବାକୁ ସେ ଆମେରିକା ଯାଉଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ନ୍ୟୁୟର୍କରେ ଥିବା ମିଳିତ ଜାତିସଂଘର ସାଧାରଣ ମହାସଭାକୁ ମଧ୍ୟ ସମ୍ବୋଧନ କରିବେ। ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆୟୋଜନ କରୁଥିବା କ୍ୱାଡ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ସାମିଲ ହେବେ। ୱିଲମିଙ୍ଗଟନରେ ଏହି

Read More »