Live Odisha Tv

September 21, 2024

ତାଜା ଖବର

ଭରତପୁର ଥାନା ଘଟଣାରେ ରାହୁଲ ଗାନ୍ଧିଙ୍କ ପ୍ରତିକ୍ରିୟା

ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ଅମାନବୀୟ ନିର୍ଯାତନା ଘଟଣା ଏବେ ସମଗ୍ର ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । କଂଗ୍ରେସ ନେତା ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି ଭଦ୍ରା ଆଜି ଏହି ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ ସମସ୍ତ ଦୋଷୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧି ଆଜି ଟ୍ୱିଟ୍ କରି କହିଛନ୍ତି ଯେ, ଓଡ଼ିଶାରେ

Read More »
ଅପରାଧ

ସନ୍ଦେହ ଘେରରେ ଭୁବନେଶ୍ୱର ଡିସିପିଙ୍କ ଭୂମିକା

ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ଅମାନବୀୟ ନିର୍ଯାତନା ଘଟଣାକୁ ନେଇ ଭୁବନେଶ୍ୱର କମିଶନରେଟ ପୁଲିସର ଭୂମିକା ସନ୍ଦେହଘେରକୁ ଆସିଛି । ଏହି ଘଟଣାରେ ତୁରନ୍ତ ଦୋଷୀ ପୁଲିସ ଅଫିସରମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ ମହଲରୁ ଦାବି ସହ ଘଟଣାର ବିଚାରବିଭାଗୀୟ ତଦନ୍ତ ନିମନ୍ତେ ଦୁଇ ମୁଖ୍ୟ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ଦାବି କରିଛନ୍ତି । ସେପଟେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କୁ

Read More »