Live Odisha Tv

September 28, 2024

ତାଜା ଖବର

ଫିଲ୍ମ ‘ଭୁଲ ଭୁଲୟା-୩’ର ଟିଜର୍‌ ରିଲିଜ

ଲାଲ କବାଟ, ରକ୍ତ ଛିଟା। ଆଉ ଆମି ଜେ ତୋମାର…ଗୀତର ଶବ୍ଦ। ଫେରିଛି ମଞ୍ଜୁଳିକା। ଆଉ ଚିତ୍କାର କରି ମାଗୁଛି ନିଜ ସିଂହାସନ।’ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ରିଲିଜ ହୋଇଥିବା ଅପ୍‌କମିଂ ଫିଲ୍ମ ‘ଭୁଲ ଭୁଲୟା-୩’ର ଟିଜର୍‌ରେ।ପୁଣି ଥରେ ଡ଼ରାଇବେ ବିଦ୍ୟା ବାଳନ। ମଞ୍ଜୁଳିକାର ଚିତ୍କାରରେ କମ୍ପିବ ଥିଏଟର। ତା’ ସାଙ୍ଗକୁ ଆକ୍ସନ, କମେଡି ଓ ରୋମାନ୍ସର ଖୋରାକ ଯୋଗାଇବେ କାର୍ତ୍ତିକ ଆର୍ଯ୍ୟନ୍‌। ଏଥର ଦୀପାବଳିରେ ଡର ସାଙ୍ଗକୁ କମେଡିର ଛୁଙ୍କ ଲଗାଇବ ଫିଲ୍ମ

Read More »
ତାଜା ଖବର

ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାକୁ କ୍ୟାବିନେଟ୍ ମୋହର

ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି କରିବା ସହ ଗୋପାଳନକାରୀଙ୍କ ଆୟ ବୃଦ୍ଧି ନିମନ୍ତେ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ କାର୍ଯ୍ୟକାରୀ ହେବ । ଆଜି ଏହି ନୂଆ ଯୋଜନାକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି । ୫ବର୍ଷ ମଧ୍ୟରେ ଏହି ଯୋଜନାରେ ୧୪୨୩.୪୭କୋଟି ଟଙ୍କା ଖର୍ଚ୍ଚ ପାଇଁ ବ୍ୟୟବରାଦ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ମୋଟ ୭ଟି

Read More »
ତାଜା ଖବର

୭ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ

ସାଧାରଣ ବଂଟନ ବ୍ୟବସ୍ଥାରେ ରାଜ୍ୟରେ କାର୍ଯ୍ୟରତ ୫୨୯୧ଜଣ ଘରୋଇ ଡିଲରଙ୍କ କାର୍ଯ୍ୟକାଳ ଆଉ ଦେଢ଼ବର୍ଷ ବୃଦ୍ଧି ପାଇଛି । ସେହିପରି ବିଭିନ୍ନ କୋର୍ଟ ଓ ଟ୍ରିବ୍ୟୁନାଲରେ ସରକାରଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ଆଡଭୋକେଟ୍ ଜେନେରାଲଙ୍କ ଫି’କୁ ମଧ୍ୟ ସରକାର ହାରାହାରି ୫ଗୁଣ ବଢ଼ାଇଛନ୍ତି । ଏସବୁ ପ୍ରସ୍ତାବ ସମେତ ମୋଟ ୭ଟି ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଓଡ଼ିଶା ସାଧାରଣ ବଂଟନ

Read More »
ଅପରାଧ

ଶିବସେନା ନେତା ସଞ୍ଜୟ ରାଉତଙ୍କୁ ୧୫ଦିନ ଜେଲ

ନୂଆଦିଲ୍ଲୀ : ଜେଲ୍ ଗଲେ ଶିବସେନା ନେତା ସଞ୍ଜୟ ରାଉତ। ୧୫ ଦିନ ପାଇଁ ଜେଲ୍ ଗଲେ ରାଜ୍ୟସଭା ସାଂସଦ ତଥା ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ । ମାନହାନୀ ମକଦ୍ଦମା ଆଧାରରେ ରାଉତଙ୍କୁ ୧୫ ଦିନ ପାଇଁ ଜେଲ୍ ସହ ୨୫,୦୦୦ ଟଙ୍କା ଜରିମାନା ମଧ୍ୟ ଲାଗୁ କରାଯାଇଛି । ଭାରତୀୟ ଦଣ୍ଡବିଧି ଆଇନର ଧାରା ୫୦୦ ଅନୁଯାୟୀ ଦୋଷୀ ସାବ୍ୟସ୍ତ କରାଯାଇଛି । ପୂର୍ବତନ ବିଜେପି ସାଂସଦ କିରିତ୍‌ ସୋମୟାଙ୍କ ପତ୍ନୀ ମେଧା

Read More »