Live Odisha Tv

October 7, 2024

କ୍ରୀଡା

ଭଲିବଲରେ ନୂଆ ଗିନିଜ୍‍ ବିଶ୍ୱ ରେକର୍ଡ କଲା କିସ୍‍

ଭୁବନେଶ୍ୱର : ପୁରୁଣା ଗିନିଜ ବିଶ୍ୱ ରେକର୍ଡକୁ ଭାଙ୍ଗିଛି କିସ୍‍ । ନିକଟରେ ଅନୁଷ୍ଠିତ ହୋଇଯାଇଥିବା କିସ୍‍ ଭଲିବଲ୍‍ ମହୋତ୍ସବରେ କିସ୍‍ ଏହି ରେକର୍ଡ ଭାଙ୍ଗିଛି । ଭଲିବଲ୍‍ ମହୋତ୍ସବ ଅବସରରେ ଆୟୋଜିତ ଏକ ବନ୍ଧୁତ୍ୱପୂର୍ଣ୍ଣ ପ୍ରଦର୍ଶନୀ ମ୍ୟାଚ୍‍ରେ ୪୩୦ ଖେଳାଳି ଦୀର୍ଘ ୮ଘଣ୍ଟା ଧରି ଗୋଟିଏ ମ୍ୟାଚ୍‍ ଖେଳି ମୋଟ ୭୩୬-୭୫୬ ପଏଣ୍ଟ ସ୍କୋର ସହ ଏହି ରେକର୍ଡ କରିଛନ୍ତି । କିଟ୍‍, କିସ୍‍ ଓ ଆନ୍ତର୍ଜାତିକ ଭଲିବଲ୍‍ ସଂଘ (ଏଫ୍‍ଆଇଭିବି)ର ମିଳିତ ଉଦ୍ୟମରେ ଏହି ରେକର୍ଡ

Read More »
ଦେଶ ବିଦେଶ

ଏଫ୍‌ଆଇଭିବି ସଭାପତି ଆରି ଗ୍ରାସାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ

ଭୁବନେଶ୍ୱର : ଆନ୍ତର୍ଜାତିକ ଭଲିବଲ୍ ଫେଡେରେସନ୍ (ଏଫ୍‌ଆଇଭିବି)ର ସଭାପତି ଡ. ଆରି ଗ୍ରାସାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୦ ପ୍ରଦାନ କରାଯାଇଛି। ଶୁକ୍ରବାର ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଓଡ଼ିଶା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ ଡ. ଗ୍ରାସାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। ସମଗ୍ର ବିଶ୍ୱରେ ଭଲିବଲ୍‌ର ବିକାଶ ନେଇ ଡ. ଗ୍ରାସାଙ୍କ ଉଲ୍ଲେଖନୀୟ ଅବଦାନ ସକାଶେ ତାଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ପ୍ରଦାନ କରାଯାଇଥିଲା। ୨୦୨୦ରେ ତାଙ୍କୁ

Read More »
ତାଜା ଖବର

ସର୍ବୋଚ୍ଚ ରେକର୍ଡ ସ୍ତରରେ ସୁନା ଦର

ରେକର୍ଡ କଲା ସୁନା ଦର। ସର୍ବୋଚ୍ଚ ରେକର୍ଡ ସ୍ତରରେ ସୁନାର ଦାମ। ଆଜି ସୁନାର ଦାମ ଆଉ ୨୫୦ ଟଙ୍କା ମହଙ୍ଗା ହୋଇଛି। ଫଳରେ ୧୦ ଗ୍ରାମ ସୁନାର ଦାମ ୭୮,୭୦୦ ଟଙ୍କାରେ ପହଞ୍ଚିଛି। ଏହା ସର୍ବକାଳୀନ ରେକର୍ଡ। ଶୁକ୍ରବାର ଅନ୍ତର୍ଜାତୀୟ ବଜାରରେ ସୁନାର ଦାମ ୧୦ ଗ୍ରାମ ପିଛା ୭୮,୪୫୦ ଟଙ୍କା ଥିଲା। ତେବେ ରୁପାର ଦାମ ଆଜି ପ୍ରାୟ ୨୦୦ ଟଙ୍କା ଶସ୍ତା ହୋଇଛି। ଶୁକ୍ରବାର ୧ କେଜି ରୁପାର ଦାମ ୯୪,୨୦୦ ଟଙ୍କା ଥିଲା।

Read More »
ତାଜା ଖବର

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ବୟାନ ଝାରଖଣ୍ଡରେ ଲାଗୁ ହେବ NRC

ଝାରଖଣ୍ଡରେ ଉଷ୍ଣ ହୋଇଛି ନିର୍ବାଚନ ପରିବେଶ। ନିର୍ବାଚନ ଯେତିକି ପାଖେଖ ଆସୁଛି ପ୍ରଚାର ମଧ୍ୟ ସେତିକି ଜୋର ଧରୁଛି। ଏସବୁ ଭିତରେ ବିଜେପିର ଝାରଖଣ୍ଡ ଇନଚାର୍ଜ ତଥା କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ ବଡ଼ ବୟାନ ଦେଇଛନ୍ତି।ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସରକାର ଅନୁପ୍ରବେଶକାରୀଙ୍କୁ ଆଶ୍ରୟ ଦେଉଛନ୍ତି। ତେଣୁ ରାଜ୍ୟରେ ବିଜେପି କ୍ଷମତାକୁ ଆସିଲେ ନ୍ୟାଶନାଲ ରେଜିଷ୍ଟର ଅଫ ସିଟିଜେନ ବା ଏନଆରସି ଲାଗୁ କରିବ ବୋଲି ସେ ଘୋଷଣା କରିଛନ୍ତି। ବିଜେପି ରୁଟି, ମାଟି ଓ

Read More »
କ୍ରୀଡା

ନୂଆ ରେକର୍ଡର ଅଧିକାରୀ ହୋଇଛନ୍ତି ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ସେ ବିରାଟ କୋହଲିଙ୍କ ବିରଳ ରେକର୍ଡକୁ ଅତିକ୍ରମ କରି ଯାଇଛନ୍ତି। ଏବେ ସେ ଛକା ମାରି ଭାରତ ପାଇଁ ମ୍ୟାଚ ଶେଷ କରିଥିବା ଖେଳାଳିଙ୍କ ତାଲିକାର ୧ନଂ ସ୍ଥାନରେ ପହଞ୍ଚି ଯାଇଛନ୍ତି। ପୂର୍ବରୁ ବିରାଟ କୋହଲିଙ୍କ ନାଁରେ ଏହି ରେକର୍ଡ ରହିଥିଲା। କିନ୍ତୁ ବାଂଲାଦେଶ ବିପକ୍ଷ ପ୍ରଥମ ଟି-୨୦ରେ ପାଣ୍ଡ୍ୟା ଛକା ମାରି ମ୍ୟାଚ୍‌ ଶେଷ କରିବା କ୍ଷଣି ତାଙ୍କ ନାଁରେ ନୂଆ ରେକର୍ଡ

Read More »
ତାଜା ଖବର

‘ସୁଭଦ୍ରା’ ପଞ୍ଜୀକରଣ ୧ କୋଟି ଛୁଇଁଲା

ଅକ୍ଟୋବର ୭ ତାରିଖ ସୁଦ୍ଧା ରାଜ୍ୟର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି। ଆସନ୍ତା ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ। ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ

Read More »
ଜୀବନଚର୍ଯ୍ୟା

ମେଡିସିନରେ ଦୁଇ ଜଣ ବୈଜ୍ଞାନିକ ପାଇବେ ନୋବେଲ

ଚଳିତ ବର୍ଷ ପାଇଁ ବିଶ୍ୱର ସର୍ବୋଚ୍ଚ ସମ୍ମାନ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଆଜି ଚିକିତ୍ସା କ୍ଷେତ୍ର ପାଇଁ ନୋବେଲ ବିଜେତାଙ୍କ ନାମ ଘୋଷଣା ହୋଇଛି। ଏଥର ଦୁଇ ଜଣ ମିଳିତ ଭାବେ ନୋବେଲ ପାଇବେ। ବୈଜ୍ଞାନିକ ଭିକ୍ଟୋର ଆମ୍ବ୍ରୋସ ଏବଂ ଗ୍ୟାରୀ ରୁବକୁନଙ୍କୁ ନୋବେଲ ଦିଆଯିବ। ମେଡିସିନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସେମାନେ ଏହି ପୁରସ୍କାର ପାଇବେ। ଉଭୟଙ୍କୁ ମାଇକ୍ରୋ ଆରଏନଏ (microRNA)ର ସନ୍ଧାନ ପାଇଁ ନୋବେଲ ପୁରସ୍କାରରେ ସମ୍ମାନିତ କରାଯିବ। ପୁରଷ୍କାର ଘୋଷଣା ସମୟରେ ନୋବେଲ

Read More »