Live Odisha Tv

October 13, 2024

ତାଜା ଖବର

ଭୁବନେଶ୍ବର ରାବଣ ପୋଡ଼ିରେ ପ୍ରବଳ ଜନସମାଗମ

ଭୁବନେଶ୍ବର: ଶାରଦୀୟ ଦୁର୍ଗାପୂଜାର ଶେଷ ଦିବସ ବିଜୟା ଦଶମୀ ସଂପନ୍ନ ହୋଇଛି। ଅସତ୍ୟ ଉପରେ ସତ୍ୟର ବିଜୟ ହୋଇଛି। ଭୁବନେଶ୍ବର, କଟକ, ପୁରୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରାବଣ ପୋଡ଼ି ଆୟୋଜନ ହୋଇଛି। ରାଜଧାନୀର ୧୦ଟି ସ୍ଥାନରେ ଆୟୋଜିତ ରାବଣ ପୋଡ଼ି କାର୍ଯ୍ୟକ୍ରମରେ ଲକ୍ଷାଧିକ ଲୋକଙ୍କ ସମାଗମ ଦେଖିବାକୁ ମିଳିଛି। ଦଶହରା ଅବସରରେ ଶ୍ରଦ୍ଧାଳୁମାନେ ମା’ ଦୁର୍ଗାଙ୍କୁ ଦିନସାରା ପୂଜାର୍ଚ୍ଚନା କରିବା ପରେ ସନ୍ଧ୍ୟାରେ ଦର୍ଶକମାନେ ରାବଣ ପୋଡ଼ିର ମନୋରମ ଦୃଶ୍ୟକୁ ଉପଭୋଗ କରିଛନ୍ତି। ବାଣ

Read More »
ଅପରାଧ

ଗୁଜରାଟରୁ ୫ ହଜାର କୋଟି ଟଙ୍କାର କୋକେନ ଜବତ

ଦିଲ୍ଲୀ ପରେ ଗୁଜରାଟରୁ ଧରା ପଡ଼ିଛି ବିପୁଳ ପରିମାଣର କୋକେନ। ଆଜି ଗୁଜରାଟର ଅଙ୍କଲେଶ୍ୱର ସିଟିରୁ ସ୍ୱତନ୍ତ୍ର ଜଏଣ୍ଟ ଅପରେସନ ମାଧ୍ୟମରେ ପୁଲିସ୍‌ ୫ ହଜାର କୋଟି ଟଙ୍କାର କୋକେନକୁ ଜବତ କରିଛି। ଆଜି ଦିଲ୍ଲୀ ଓ ଗୁଜରାଟ ପୁଲିସ ମିଳିତ ଭାବେ ଅଙ୍କେଲଶ୍ୱର ଠାରେ ଥିବା ଆଭକାର ଡ୍ରଗ୍ସ ଲିଃ କମ୍ପାନୀରେ ରେଡ୍‌ କରିଥିଲେ। ଏହି ସମୟରେ ସେଠାରୁ ୫୧୮ କେଜି ଓଜନର କୋକେନ ମିଳିଛି। ଏହାର ବଜାର ମୂଲ୍ୟ ୫ ହଜାର ଟଙ୍କାରୁ ଅଧିକ

Read More »
ତାଜା ଖବର

ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ କୁଡ଼ୁଆ

ଶ୍ରୀ ମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ କୁଡ଼ୁଆ। ଖୁବ୍‌ ଶୀଘ୍ର ଏହି ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ କୁଡ଼ୁଆ ଦିଆଯିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ଦେଇଛନ୍ତି ଆଇନ୍‌ ମନ୍ତ୍ରୀ ପୃଥ୍ୱୀରା ହରିଚନ୍ଦନ। ଶ୍ରୀ ହରିଚନ୍ଦନ କହିଛନ୍ତି, ଶ୍ରୀମନ୍ଦିର ଆସୁଥିବା ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ଦେବା ପାଇଁ ବର୍ଷକୁ ୧୪ ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାର ବୋଝ ଯେପରି ସରକାରଙ୍କ

Read More »
ତାଜା ଖବର

ଓଡ଼ିଶାରୁ ଫେରିଗଲା ଦକ୍ଷିଣ-ପଶ୍ଚିମ ମୌସୁମୀ

ପାଣିପାଗ ବିଭାଗର ଆକଳନ ସତ ହୋଇଛି। ନିର୍ଦ୍ଧାରିତ ସମୟଠାରୁ ବିଳମ୍ୱରରେ ଓଡ଼ିଶାରୁ ଫେରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆଜିଠାରୁ ପ୍ରାୟତଃ ରାଜ୍ୟର ଅଧିକାଂଶ ଜିଲ୍ଲାରୁ ମୌସୁମୀ ଫେରିଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗକୁ ବାଘୁଆ ଶୀତ ମାଡ଼ି ଆସିବ ବୋଲି ଅନୁମାନ କରାଯାଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଜିଠାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ,ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଯାଜପୁର,

Read More »