Live Odisha Tv

October 19, 2024

ତାଜା ଖବର

ଓଡ଼ିଶାରେ ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍‌କୋ

ଓଡ଼ିଶାରେ ଶିଳ୍ପାୟନ ପାଇଁ ଆଗ୍ରହ ଦେଖାଇଲା ଆଦିତ୍ୟ ବିର୍ଲା ଗ୍ରୁପ୍। ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍ କୋ। ମୁମ୍ବାଇରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି ଜଣାଇଲେ ବିର୍ଲା ଗ୍ରୁପ ଅଧ୍ୟକ୍ଷ ଓ ହିଣ୍ଡାଲ୍‌କୋ ପରିଚାଳନା ନିର୍ଦ୍ଦେଶକ।ହିଣ୍ଡାଲ୍ କୋ ଓଡ଼ିଶାରେ ଆଉ ୩୪ ହଜାର କୋଟି ପୁଞ୍ଜି ନିବେଶ କରିବାକୁ ଆଶାୟୀ ଥିବା ଜଣାଇଛି। ଓଡ଼ିଶାର ଅର୍ଥନୈତିକ ବିକାଶ ଓ ନିଯୁକ୍ତି ସୃଷ୍ଟିରେ ସାମିଲ୍ ହେବାକୁ ପ୍ରତିଶ୍ରୁତି ଦେଇଛି ଏହି କଂପାନୀ। ରାୟଗଡ଼ା, ସମ୍ବଲପୁର, ହୀରାକୁଦରେ

Read More »
ତାଜା ଖବର

ଓଏଏସ୍‌ ରେଜଲ୍ଟ-୨୦୨୨: ୬୮୩ ଜଣ କୃତକାର୍ଯ୍ୟ

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ପରିଚାଳିତ ବହୁ ପ୍ରତିକ୍ଷୀତ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷା-୨୦୨୨ର ଫଳ ଶନିବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୬୮୩ ଜଣ କୃତକାର୍ଯ୍ୟ ହୋଇଛନ୍ତି। ଶୀର୍ଷ ୧୦ ନମ୍ବରରେ ୫ ଜଣ ମହିଳା ଓ ୫ ଜଣ ପୁରୁଷ ଅଛନ୍ତି। ରାଜ୍ୟର ଶୀର୍ଷସ୍ତରର ପରୀକ୍ଷାରେ ଶ୍ବେତାଶ୍ରୀ ମହାପାତ୍ର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୨୨ରେ ପ୍ରଥମ ସ୍ଥାନ ହାସଲ କରିଥିବା ଶ୍ବେତାଶ୍ରୀ ମହାପାତ୍ର ପ୍ରଥମ

Read More »
ତାଜା ଖବର

ଘୂର୍ଣ୍ଣିବଳୟ ସୃଷ୍ଟି, ୨୩ରୁ ପ୍ରବଳ ବର୍ଷା ସମ୍ଭାବନା

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୩, ୨୪ ଓ ୨୫

Read More »