
ତାଜା ଖବର
୨୩ରେ କିଟ୍ ନହ୍ନିପରୀ ଗ୍ରାଣ୍ଡ ଫିନାଲେ
ଭୁବନେଶ୍ୱର : କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୪ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେ ଡିସେମ୍ବର ୨୩ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ବିଭିନ୍ନ ଆଞ୍ଚଳିକ ଅଡିସନ୍ରୁ ମନୋନୀତ ହୋଇଥିବା ୨୬ ରାଜ୍ୟର ୪ହଜାର ପ୍ରତିଯୋଗୀଙ୍କ ମଧ୍ୟରୁ ୨୫ଜଣ ଶ୍ରେଷ୍ଠ ପ୍ରତିଯୋଗୀ ଅଂଶଗ୍ରହଣ କରିବେ । ସେମାନଙ୍କ ମଧ୍ୟରୁ ଚୂଡ଼ାନ୍ତ ପର୍ଯ୍ୟାୟରେ ବିଭିନ୍ନ ବିଭାଗରୁ ୧୦ଜଣଙ୍କୁ ମନୋନୀତ କରାଯିବା ସହ ଶ୍ରେଷ୍ଠ ୩ଜଣଙ୍କୁ କିଟ୍ ନହ୍ନିପରୀ ଟାଇଟଲ୍, ପ୍ରଥମ ରନର୍ସଅପ୍ ଓ ଦ୍ୱିତୀୟ ରନର୍ସ ଅପ୍