ଦେଶ ବିଦେଶ
କାଦମ୍ବିନୀ ସାହିତ୍ୟ ମହୋତ୍ସବ ଅନୁଷ୍ଠିତ
ଭୁବନେଶ୍ୱର : ମାସିକ ପାରିବାରିକ ପତ୍ରିକା ‘କାଦମ୍ବିନୀ’ର ପକ୍ଷରୁ ‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଶିଷ୍ଟ ମରାଠୀ ସାହିତ୍ୟିକ ଡ. ଜ୍ଞାନେଶ୍ୱର ମୁଳେଙ୍କୁ ଚଳିତବର୍ଷର ସମ୍ମାନଜନକ ‘ନୀଳିମାରାଣୀ ସାହିତ୍ୟ ସମ୍ମାନ-୨୦୨୫’ ପ୍ରଦାନ କରାଯାଇଥିଲା । ପୁରସ୍କାର ସ୍ୱରୂପ ତାଙ୍କୁ ୧୦ଲକ୍ଷ ଟଙ୍କାର ନଗଦ ଅର୍ଥରାଶି, ରୌପ୍ୟ ଫଳକ, ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରାଯାଇଥିଲା । ସମ୍ମାନ ଗ୍ରହଣ କରି ଡ. ମୁଳେ କହିଲେ, ସାହିତ୍ୟର ମୂଲ୍ୟ ହେଉଛି ସ୍ୱତନ୍ତ୍ରତା, ସମତା