Live Odisha Tv

January 8, 2025

ତାଜା ଖବର

ଫେବ୍ରୁଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ : ସରିଲା ଅପେକ୍ଷା, ଦିଲ୍ଲୀ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ ।  ଫେବ୍ରୁଆରୀ ୫ ତାରିଖରେ ହେବ ଦିଲ୍ଲୀ ବିଧାନସଭା ନିର୍ବାଚନ । ଫେବ୍ରୁଆରୀ ୮ରେ ରହିଛି ଭୋଟ୍ ଗଣତି ।  ଏନେଇ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର । ଫେବ୍ରୁଆରୀ ୨୩ରେ ସରୁଛି ଦିଲ୍ଲୀ ବିଧାନସଭା କାର୍ଯ୍ୟକାଳ । ନୂଆବର୍ଷ ପରେ ପ୍ରଥମ ଥର ପାଇଁ ରାଜଧାନୀ ଦିଲ୍ଲୀରେ ହେବ ମତଦାନ ।

Read More »
ତାଜା ଖବର

ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର : ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ମେୟର ସୁଲୋଚନା ଦାସ ପ୍ରମୁଖ ସ୍ବାଗତ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ଓଡ଼ିଶାର କଳାକାରମାନେ ସେମାନଙ୍କର ପ୍ରଦର୍ଶନ କରିଛନ୍ତି। ବିମାନବନ୍ଦର ସମ୍ମୁଖ,

Read More »
କ୍ରୀଡା

କିଟ୍‍ ରେ ମିନତି ମହାପାତ୍ର ସାଇକଲ ଭେଲୋଡ୍ରୋମ୍‍ ଉଦ୍‍ଘାଟିତ

ଭୁବନେଶ୍ୱର : କିଟ୍‍ ରେ ଭାରତର ପ୍ରଥମ ଅନ୍ତର୍ଜାତୀୟସ୍ତରର ସାଇକ୍ଲିଂ ଭେଲୋଡ୍ରୋମ୍‍ ମିନତି ମହାପାତ୍ର ସାଇକ୍ଲିଂ ଭେଲୋଡ୍ରୋମ୍‍ କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ତଥା ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଡ. ମନସୁଖ ମାଣ୍ଡବ୍ୟଙ୍କ ଦ୍ୱାରା ଆଜି ଉଦ୍‍ଘାଟିତ ହୋଇଯାଇଛି । ଭାରତର ପ୍ରଥମ ମହିଳା ସାଇକ୍ଲିଷ୍ଟ, ସାଇକ୍ଲିଂରେ ଓଡ଼ିଶାର ପ୍ରଥମ ଅର୍ଜୁନ ପୁରସ୍କାର ବିଜେତା ସ୍ୱନାମଧନ୍ୟ ସାଇକ୍ଲିଷ୍ଟ ମିନତି ମହାପାତ୍ରଙ୍କ ନାମରେ ଏହି ଭେଲୋଡ୍ରୋମ ନାମିତ କରାଯାଇଛି । ୨୫୦ ମିଟର ବିଶିଷ୍ଟ ଏହି କଂକ୍ରିଟ୍‍ ଭେଲୋଡ୍ରୋମ ଭାରତର

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ପ୍ରଥମ ପିଆଇଓ ଏକ୍‍ସଲେନ୍‍ସ ସମ୍ମାନ

ଭୁବନେଶ୍ୱର : ଭୁବନେଶ୍ୱରରେ ୮ତାରିଖରୁ ୩ ଦିନ ଧରି ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗ ଦେବାକୁ ଆସିଥିବା ଗ୍ଲୋବାଲ୍‍ ଅର୍ଗାନାଇଜେସନ୍‍ ଅଫ୍‍ ପିପୁଲ୍‍ ଅଫ୍‍ ଇଣ୍ଡିଆନ୍‍ ଅରିଜିନ୍‍ (ଗୋପିଓ)ର ସଦସ୍ୟମାନେ ଆଜି କିଟ୍‍ ଓ କିସ୍‍ ପରିଦର୍ଶନ କରିଛନ୍ତି । ଏହି ଅବସରରେ କିସ୍‍ ପରିଦର୍ଶନ କରି କିସ୍‍ର ୪୦ ହଜାର ଛାତ୍ରଛାତ୍ରୀଙ୍କୁ ସେମାନେ ସମ୍ବୋଧିତ କରିବା ପରେ କିଟ୍‍ ପରିସରରେ ଆୟୋଜିତ ‘ଭାରତ ୨୦୨୫ ଏବଂ ଭାରତୀୟ ବଂଶୋଦ୍ଭବ- ଏକ ଭାବ

Read More »