Live Odisha Tv

January 19, 2025

ତାଜା ଖବର

୩୧ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ

ନୂଆଦିଲ୍ଲୀ:ଆସନ୍ତା ୩୧ରୁ ସଂସଦରେ ଆରମ୍ଭ ହେବ ବଜେଟ ଅଧିବେଶନ। କେନ୍ଦ୍ର ସରକାରଙ୍କ ତୃତୀୟ କାର୍ଯ୍ୟକାଳର ଦ୍ବିତୀୟ ସମ୍ପୂର୍ଣ୍ଣ ବଜେଟ ହେବ। ପ୍ରଥମ ଦିନରେ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ। ଏହାର ଦିନକ ପରେ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମଥର ପାଇଁ ବଜେଟ ଉପସ୍ଥାପନ କରିବେ। ଦ୍ୱିତୀୟ ସମ୍ପୂର୍ଣ୍ଣ ବଜେଟ ଆଗତ ପରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ

Read More »
ଦେଶ ବିଦେଶ

ବର୍ଷକୁ ଏକାଧିକ ଥର ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର: ଏଣିକି ସାଧାରଣ ଲୋକଙ୍କ ପାଇଁ ବର୍ଷକୁ ଏକାଧିକ ଥର ଖୋଲିବ ରାଜଭବନର ଉଦ୍ୟାନ । ରାଜଭବନରେ ଜନ ସମାଗମ ଲୋକଙ୍କ ନିକଟତର ହେବାର ଏକ ମାଧ୍ୟମ ବୋଲି କହିଛନ୍ତି ରାଜ୍ୟପାଳ ଡ. ହରିବାବୁ କୁମ୍ଭମପତି । ଏଥିସହ ରାଜଭବନର ଉଦ୍ୟାନ ଲୋକଙ୍କ ପାଇଁ ଏକାଧିକ ଥର ଖୋଲିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି । ଚଳିତବର୍ଷ ଜାନୁୟାରୀ ୧୩ ତାରିଖରୁ ୨୨ ତାରିଖ ଯାଏଁ ରାଜଭବନର ଉଦ୍ୟାନ ଜନ ସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲାଯାଇଛି । ଗତ

Read More »
ତାଜା ଖବର

ସୋମବାର ଟ୍ରମ୍ପଙ୍କ ଶପଥ ସମାରୋହ

ଜାନୁଆରି ୨୦ ଅର୍ଥାତ ସୋମବାର ଦ୍ବିତୀୟ ଥର ପାଇଁ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ନେବେ ଡୋନାଲ୍‌ଡ ଟ୍ରମ୍ପ । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଜନ୍ ଜି. ରୋବର୍ଟସ୍ ଜୁନିଅର୍ ଟ୍ରମ୍ପଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଟ୍ରମ୍ପଙ୍କ ଶପଥ ସମାରୋହରେ ବିଶ୍ବର ବହୁ ରାଷ୍ଟ୍ରମୁଖ୍ୟ ଏବଂ ପ୍ରତିନିଧି ସାମିଲ ହେଉଛନ୍ତି । ୬୦ରୁ ଅଧିକ ଦେଶକୁ ଏଥିପାଇଁ ନିମନ୍ତ୍ରଣ କରାଯାଇଛି । ଯେଉଁମାନଙ୍କ ମଧ୍ୟରେ ଅଛନ୍ତି ଚୀନ ରାଷ୍ଟ୍ରପତି

Read More »
ତାଜା ଖବର

ବିଜେପି ସଙ୍କଳ୍ପ ପତ୍ରରେ ମହିଳାଙ୍କୁ ଗୁରୁତ୍ୱ

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜେପି ତା’ର ନିର୍ବାଚନୀ ଇସ୍ତାହାର ବା ସଙ୍କଳ୍ପ ପତ୍ର ଘୋଷଣା କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଏହି ସଙ୍କଳ୍ପ ପତ୍ର ଜାରି କରିଛନ୍ତି। ଏଥିରେ ମହିଳାଙ୍କୁ ଗୁରୁତ୍ୱ ଦିଆଯାଇଛି। ସେମାନଙ୍କ ପାଇଁ ଦଳ ପୂରା ହାତ ଖୋଲି ଦେଇଛି। ବିଜେପି ତା’ର ସଙ୍କଳ୍ପ ପତ୍ରରେ ଦିଲ୍ଲୀର ପ୍ରତ୍ୟେକ ମହିଳାଙ୍କୁ ପ୍ରତି ମାସରେ ୨୫୦୦ ଟଙ୍କା ଦେବ ବୋଲି ଘୋଷଣା କରିଛି। ମହିଳା ସମୃଦ୍ଧି

Read More »
ତାଜା ଖବର

ଇମିଗ୍ରେସନ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ୱାଶିଂଟନ: ଡୋନାଲ୍ଡ ଟ୍ରମ୍ପ ଆମେରିକାରେ ଶପଥ ଗ୍ରହଣ କରିବା ପରେ ତାଙ୍କ ପ୍ରଶାସନ ଇମିଗ୍ରେସନ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ତୀବ୍ର କରିବାକୁ ଯୋଜନା କରିଥିଲା। ଯୋଜନା ସମ୍ପର୍କରେ ଅବଗତ ଥିବା ଜଣେ ଅଧିକାରୀ କହିଛନ୍ତି, ଆମେ ସାରା ଦେଶରେ ଏକ ଅଭିଯାନ ଚଳାଇବାକୁ ଯାଉଛୁ। ନ୍ୟୁୟର୍କରେ ଗିରଫଦାରୀ ଦେଖିବାକୁ ମିଳିପାରେ। ମିଆମିରେ ମଧ୍ୟ ଗିରଫଦାରୀ ଦେଖିବାକୁ ମିଳିବ। ଇମିଗ୍ରେସନ୍ ବିରୋଧରେ ବଡ଼ଧରଣର ଅଭିଯାନ ଆରମ୍ଭ ହେବ। ମଙ୍ଗଳବାର ଶିକାଗୋରେ ଇମିଗ୍ରେସନ ବିରୋଧରେ ପ୍ରଶାସନ ଏକ ବଡ଼ଧରଣର ଅଭିଯାନ ଚଳାଇବାକୁ

Read More »
ତାଜା ଖବର

ମହାକୁମ୍ଭ ମେଳାରେ ଭୟଙ୍କର ଅଗ୍ନିକାଣ୍ଡ

ପ୍ରୟାଗରାଜ: ପ୍ରୟାଗରାଜ ମହାକୁମ୍ଭ ମେଳାରେ ବଡ଼ ଧରଣର ଅଘଟଣ । ମହାକୁମ୍ଭ ମେଳାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଶାସ୍ତ୍ରୀ ବ୍ରିଜ୍ ନିକଟ କ୍ୟାମ୍ପରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା । ନିଆଁ ଲାଗିବା ପରେ ଚାରିଆଡ ଧୂଆଁମୟ ହୋଇଯାଇଛି । ଗୋଟିଏ ପରେ ଗୋଟିଏ ଟେଣ୍ଡକୁ ଏହି ନିଆଁ ବ୍ୟାପିବାରେ ଲାଗିଛି । ନିଆଁ ଲାଗିବାର ଖବର ପାଇବା ମାତ୍ରେ ତୁରନ୍ତ ଅଗ୍ନିଶମ ବାହୀନି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି । ତେବେ ଏଇ ଭୟଙ୍କର

Read More »