Live Odisha Tv

February 4, 2025

ଦେଶ ବିଦେଶ

କିଟରେ ‘ବ୍ରିକ୍‍ସ ଯୁବ ପରିଷଦ ଉଦ୍ୟୋଗିକତା ପ୍ରାକ୍‌-ପରାମର୍ଶ’ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଯୁବ ଉଦ୍ୟୋଗୀଙ୍କୁ ସଶକ୍ତ କରିବା ନେଇ କିଟରେ ‘ବ୍ରିକ୍‍ସ ଯୁବ ପରିଷଦ ଉଦ୍ୟୋଗିକତା ପ୍ରାକ୍‌-ପରାମର୍ଶ‘ କାର୍ଯ୍ୟକ୍ରମ ମଙ୍ଗଳବାର କିଟରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ମନ୍ତ୍ରାଳୟ, ଗ୍ଲୋବାଲ୍‍ କାଉଣ୍ଟର ଟେରୋରିଜିମ୍‍ କାଉନ୍‍ସିଲ୍‍ (ଜିସିଟିସି), କିଟ୍‍ ଟିବିଆଇ ଓ କିଟ୍‍ ବିଶ୍ୱବିଦ୍ୟାଳୟ ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‍ଘାଟନ କରିଥିଲେ । ଶ୍ରୀମତୀ ପାଢ଼ୀ କହିଲେ, ଶିଳ୍ପର ବିକାଶ ବିନା କୌଣସି ରାଜ୍ୟ

Read More »