Live Odisha Tv

February 14, 2025

କ୍ରୀଡା

କିଟ୍‍କୁ ସ୍ପୋର୍ଟଷ୍ଟାର ଏସେସ୍‍ ପୁରସ୍କାର ୨୦୨୫

ଭୁବନେଶ୍ୱର : କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ କିଟ୍‍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ସ୍ପୋର୍ଟଷ୍ଟାର ଏସେସ୍‍ ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି । କ୍ରୀଡ଼ା ଓ କ୍ରୀଡ଼ାବିତ୍‍ଙ୍କୁ ପ୍ରୋତ୍ସାହନ ଯୋଗାଇ ଦେଇଆସୁଥିବା ଦେଶର ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ କିଟ୍‍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଶୁକ୍ରବାର ମୁମ୍ବାଇଠାରେ ‘ସ୍ପୋର୍ଟଷ୍ଟାର’ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବ୍ୟକ୍ତିଗତ ଭାବେ ଉପସ୍ଥିତ

Read More »