
କିଟରେ ଇଣ୍ଡିଆ ଟ୍ରେକ୍ର ୨୧ ଜଣିଆ ପ୍ରତିନିଧିମଣ୍ଡଳ
ଭୁବନେଶ୍ୱର : ଇଣ୍ଡିଆ ଟ୍ରେକ୍ ନିମନ୍ତ୍ରଣ କାର୍ଯ୍ୟକ୍ରମରେ ୨୩ ତାରିଖରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ୭ ଦିନିଆ କିଟ୍ ଓ କିସ୍ ପରିଦର୍ଶନରେ ଆସିଥିବା ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ୨୧ ଜଣିଆ ପ୍ରତିନିଧିମଣ୍ଡଳ କିଟ୍ ଓ କିସ୍ ପରିଦର୍ଶନରେ ଅଛନ୍ତି । ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ, ସାମାଜିକ-ଅର୍ଥନୈତିକ ସ୍ଥିତି ବିଷୟରେ ଜାଣିବା ଓ ଜ୍ଞାନର ଆଦାନ ପ୍ରଦାନ କରିବା ହେଉଛି ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ । କିଟ୍ ଓ କିସ୍ ବୁଲିବା ସହ ସେମାନେ