
ଦେଶ ବିଦେଶ
କିସ୍ ରେ କେନ୍ଦ୍ରାଞ୍ଚଳ କୁଳପତି ସମ୍ମିଳନୀ ଉଦ୍ଯାପିତ
ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ (ଏଆଇୟୁ) ସହଯୋଗରେ ଭାରତର କେନ୍ଦ୍ରାଞ୍ଚଳ କୁଳପତି ସମ୍ମିଳନୀ କିସ୍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଉଚ୍ଚତର ଶିକ୍ଷାର ଜଗତିକରଣ ନେଇ ବ୍ୟାପକ ଆଲୋଚନା କରାଯାଇଥିଲା। ସମ୍ମିଳନୀରେ ବହୁ ଚିନ୍ତାନାୟକ, ଶିକ୍ଷାବିତ୍ ଓ ନୀତି ନିର୍ଦ୍ଧାରକ ଯୋଗଦେଇ ଜଗତିକରଣ ଓ ଆନ୍ତର୍ଜାତିକରଣ ବିଷୟବସ୍ତୁ ଉପରେ ନିଜର ମତାମତ ରଖିଥିଲେ । କାର୍ଯ୍ୟକ୍ରମରେ ଯୋଗଦେଇ ଏଆଇୟୁର ସଭାପତି ବିଜୟ କୁମାର ପାଠକ ଉଚ୍ଚତର ଶିକ୍ଷା କ୍ଷେତ୍ରରେ ସମାନୁପାତିକ