Live Odisha Tv

March 9, 2025

ଦେଶ ବିଦେଶ

କ୍ୟାମ୍ପସ୍‍କୁ ଫେରିଲେ ନେପାଳୀ ଛାତ୍ରଛାତ୍ରୀ

ଭୁବନେଶ୍ୱର : କିଟ୍‍ କ୍ୟାମ୍ପସରେ ସ୍ୱାଭାବିକତା ସୁନିଶ୍ଚିତ କରିବା ଦିଗରେ କିଟ୍‍ କର୍ତ୍ତୃପକ୍ଷ ବ୍ୟାପକ ପଦକ୍ଷେପ ନେଇଛନ୍ତି । ଫଳରେ ଏବେ ନେପାଳୀ ଛାତ୍ରଛାତ୍ରୀମାନେ କ୍ୟାମ୍ପସ୍‍କୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ୧୦୦୦ ଛାତ୍ରଛାତ୍ରୀ ହଷ୍ଟେଲ୍‍କୁ ଫେରିସାରିଲେଣି । ୧୧୦୦ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ବାକି ୧୦୦ ଛାତ୍ରଛାତ୍ରୀ ମଧ୍ୟ କ୍ୟାମ୍ପସ୍‍କୁ ଫେରୁଛନ୍ତି । ନେପାଳୀ ଛାତ୍ରଛାତ୍ରୀଙ୍କୁ ପୁନର୍ବାର କ୍ୟାମ୍ପସ୍‍କୁ ଫେରାଇ ଆଣିବା ଦିଗରେ ଓଡ଼ିଶା ସରକାର, ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ, ନୂଆଦିଲ୍ଲୀ ସ୍ଥିତ ନେପାଳ ଦୂତାବାସ ଓ

Read More »