
ତାଜା ଖବର
କିମ୍ସରେ ମିନିମାଲି ଇନଭେସିଭ୍ ପଦ୍ଧତିରେ ସଫଳ ହୃଦ୍-ଅସ୍ତ୍ରୋପଚାର
ଭୁବନେଶ୍ୱର: କିମ୍ସରେ ମିନିମାଲି ଇନ୍ଭେସିଭ୍ ପଦ୍ଧତିରେ ଜଟିଳ ହୃଦରୋଗର ସଫଳ ଅସ୍ତ୍ରୋପଚାର କରାଯାଇଛି । ନିକଟରେ ହୃତପିଣ୍ଡର ବାମ ଭାଗରେ ଗମ୍ଭୀର ମିଟ୍ରାଲ ଭଲଭ୍ ଷ୍ଟେନୋସିସ୍ ରୋଗରେ ପୀଡ଼ିତ ଜଣେ ୫୪ ବର୍ଷୀୟ ରୋଗୀଙ୍କଠାରେ ଏହି କୌଶଳରେ ସଫଳ ଅସ୍ତ୍ରୋପଚାର କରାଯାଇ ମିନିମାଲି ଇନଭେସିଭ୍ ମିଟ୍ରାଲ ଭାଲଭ୍ ଲଗାଯାଇଛି । କିମ୍ସର ହୃଦ୍ରୋଗ ସର୍ଜନ ଡା ଅମିତ କୁମାର ଅଗ୍ରୱାଲଙ୍କ ନେତୃତ୍ୱରେ ଏହି ଅସ୍ତ୍ରୋପଚାର ସଫଳ ହୋଇଛି । ସାଧାରଣତଃ ଏଭଳି ଅସ୍ତ୍ରୋପଚାର ପାଇଁ ଷ୍ଟର୍ନମ କାଟିବାକୁ