Live Odisha Tv

May 10, 2025

ଅପରାଧ

ଅପରେସନ ସିନ୍ଦୂର: ପ୍ରାଣ ହରାଇଛନ୍ତି ୫ ପ୍ରମୁଖ ଆତଙ୍କବାଦୀ

ମେ’ ୭ ଭୋର ୧.୩୦ରେ ଭାରତୀୟ ସେନା ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କଶ୍ମୀରରେ ଅପରେସନ ସିନ୍ଦୂରକୁ କାର୍ଯ୍ୟକାରୀ କରିଥିଲା। ଏପ୍ରିଲ ୨୨ ପହଲଗାମ ନରସଂହାରର ବଦଲା ନେବାକୁ ଭାରତୀୟ ସେନା ୯ ଆତଙ୍କୀ ଆଡ୍ଡା ଉପରେ କରିଥିଲା ମିସାଇଲ ମାଡ଼। ଏଥିରେ ୫ ପ୍ରମୁଖ ପାକିସ୍ତାନୀ ଆତଙ୍କବାଦୀଙ୍କ ସମେତ ପ୍ରାୟ ୧୦୦ ଜଣଙ୍କ ମୃତ୍ୟୁ ହୋଇଥିଲା। ଏବେ ଭାରତର ଅପରେସନ ସିନ୍ଦୂରରେ ପ୍ରାଣ ହରାଇଥିବା ୫ ପ୍ରମୁଖ ଆତଙ୍କବାଦୀଙ୍କ ପରିଚୟ ମିଳିଛି। ସେମାନେ ହେଲେ ମୁଦାସର

Read More »
ତାଜା ଖବର

ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୪୨.୭ ଡିଗ୍ରି

ଭୁବନେଶ୍ବର: ରାଜ୍ୟରେ ଆଜି ରେକର୍ଡ ତାପମାତ୍ରା ଅନୁଭୂତ ହୋଇଛି। ସମ୍ବଲପୁରରେ ୪୨.୭ ଡିଗ୍ରି ପାରା ଚଢ଼ିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ହୀରାକୁଦରେ ଆଜି ତାପମାତ୍ରା ୪୧.୭ ଡିଗ୍ରି, ଝାରସୁଗୁଡ଼ାରେ ୪୧.୬ ଡିଗ୍ରି, ଭୁବନେଶ୍ୱରରେ ୪୦.୨ ଡିଗ୍ରି, ବାଲେଶ୍ୱରରେ ୩୯.୭ ଡିଗ୍ରି, ରାଉରକେଲାରେ ୩୯.୬ ଡିଗ୍ରି ଓ ଚାନ୍ଦବାଲିରେ ୩୯.୪ ଡିଗ୍ରି ରେକର୍ଡ ହୋଇଛି। ଆଜି ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୪୦.୨ ଡିଗ୍ରି

Read More »
ତାଜା ଖବର

ଭାରତ ଓ ପାକିସ୍ତାନ ଯୁଦ୍ଧ ବିରତି

ଓ୍ବାସିଂଟନ : ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷର ଅବସାନ ପାଇଁ ଆଶା ସୃଷ୍ଟି ହୋଇଛି । ଆମେରିକାର ମଧ୍ୟସ୍ଥତାରେ ଏହି ଯୁଦ୍ଧ ବିରତି ପାଇଁ ଉଭୟ ପକ୍ଷ ରାଜି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ୍ସରେ ସୂଚନା ଦେଇଛନ୍ତି । ଏକ୍ସରେ ସେ ଲେଖଛନ୍ତି “ସାରା ରାତିର କଥାବାର୍ତ୍ତା ପରେ ଆମେରିକାର ମଧ୍ୟସ୍ଥତା ପରେ ଭାରତ ଓ ପାକିସ୍ତାନ ସଂପୂର୍ଣ୍ଣ ଓ ତୁରନ୍ତ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି । ସାଧାରଣ ଜ୍ଞାନକୁ ପ୍ରୟୋଗ

Read More »