May 25, 2025

ରାଜ୍ୟ

ଯୁକ୍ତ ୨ରେ କିସ୍‍ର ଉତ୍ସାହଜନକ ସଫଳତା

ଭୁବନେଶ୍ୱର : ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଅଭୂତପୂର୍ବ ସଫଳତା ହାସଲ କରିଛନ୍ତି । ରାଜ୍ୟରେ କଳା, ବିଜ୍ଞାନ ଓ ବାଣିଜ୍ୟରେ ପାସ ହାର ଯଥାକ୍ରମେ ୮୦.୫୧, ୮୭.୪୯ ଓ ୮୩.୦୩ ଥିବା ବେଳେ କିସ୍‍ର ପାସ୍‍ ହାର ଉତ୍ସାହଜନକ ରହିଛି । ଚଳିତବର୍ଷ ମଧ୍ୟ କିସ୍‌ର ଛାତ୍ରୀମାନେ ଛାତ୍ରଙ୍କ ଅପେକ୍ଷା ଭଲ ପ୍ରଦର୍ଶନ କରିଛନ୍ତି। କିସ୍‌ରେ କଳା, ବିଜ୍ଞାନ ଓ ବାଣିଜ୍ୟରେ

Read More »