June 4, 2025

ରାଜ୍ୟ

କିମ୍‍ସରେ ପ୍ରଥମ ଆଲୋଜେନିକ୍ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ

ଭୁବନେଶ୍ୱର : କିମସରେ ହେମୋଫାଗୋସାଇଟିକ୍  ଲିମ୍ଫୋହିଷ୍ଟିଓସାଇଟୋସିସ୍‍ ରୋଗରେ ପୀଡ଼ିତ ଜଣେ ୧୭ ବର୍ଷୀୟା ରୋଗୀଙ୍କଠାରେ ଏକ ବିରଳ ଆଲୋଜେନିକ୍ ଅସ୍ଥି ମଜ୍ଜା ପ୍ରତିରୋପଣ ସଫଳତାର ସହ କରାଯାଇଛି। ଏହା ଏକ ବିରଳ ବଂଶାନୁକ୍ରମିକ ରକ୍ତ ଜନିତ ରୋଗ। ବହୁ ପରୀକ୍ଷା ପରେ କିମ୍‍ସର ବିଶେଷଜ୍ଞମାନେ ଏହା ଏକ ବଂଶାନୁକ୍ରମିକ ରକ୍ତ ଜନିତ ହେମୋଫାଗୋସାଇଟିକ୍ ଲିମ୍ଫୋହିଷ୍ଟିଓସାଇଟୋସିସ୍ ରୋଗ ବୋଲି ଜାଣି ପାରିଥିଲେ। ଏହାର ଉପଶମ ପାଇଁ ଅସ୍ଥି ମଜ୍ଜା ପ୍ରତିରୋପଣ ପାଇଁ ଡାକ୍ତରମାନେ ପରାମର୍ଶ ଦେଇଥିଲେ। ପରେ କିମ୍‍ସ ବିଷେଜ୍ଞମାନେ

Read More »