June 21, 2025

ଦେଶ ବିଦେଶ

ଟାଇମ୍‍ସ ହାୟର ଏଜୁକେସନ୍ ଇମ୍ପାକ୍ଟ ରାଙ୍କିଙ୍ଗ ୨୦୨୫, ଭାରତରେ ୫ମ ସ୍ଥାନରେ କିଟ୍ ବିଶ୍ୱବିଦ୍ୟାଳୟ  

ଭୁବନେଶ୍ୱର : ଟାଇମ୍‍ସ ହାୟର ଏଜୁକେସନ (ଟିଏଚଇ) ଏକ ସର୍ଜନାତ୍ମକ ପଦ୍ଧତିରେ ପ୍ରତ୍ୟେକ ବିଶ୍ୱବିଦ୍ୟାଳୟର ସାମାଜିକ ପ୍ରଭାବ କଣ ଅଛି ତାର ମୂଲ୍ୟାଙ୍କନ କରି ରାଙ୍କ ପ୍ରଦାନ କରିଥାଏ। ଏହି ପରିପ୍ରେକ୍ଷୀରେ ବିଶ୍ୱର ଯେଉଁ ବିଶ୍ୱବିଦ୍ୟାଳୟଗୁଡିକ ସାମାଜିକ ପ୍ରଭାବ ଉପରେ କାର୍ଯ୍ୟ କରନ୍ତି ସେହି ଅନୁଷ୍ଠାନଗୁଡିକ ଏଥିରେ ଅଂଶଗ୍ରହଣ କରନ୍ତି। କିଟ୍ ଏହି ରାଙ୍କିଙ୍ଗରେ ପ୍ରତିବର୍ଷ ଅଂଶଗ୍ରହଣ କରିଥାଏ । ଏଥିରେ ଉନ୍ନତ ପ୍ରଦର୍ଶନ କରି ପ୍ରତିବର୍ଷ କିଟ୍‌ର ସ୍ଥାନ ଉପରକୁ ଉଠିଥାଏ। ଚଳିତବର୍ଷ ମଧ୍ୟ କିଟ୍ ଟାଇମ୍‍ସ

Read More »
ଦେଶ ବିଦେଶ

କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬, ଓଡ଼ିଶାରେ ଶୀର୍ଷରେ କିଟ୍

ଭୁବନେଶ୍ୱର : କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬ ଆଜି ପ୍ରକାଶ ପାଇଥିବାବେଳେ ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଓଡ଼ିଶାରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ସ୍ଥାନରେ ରହିଛି। ଏହା ସହିତ ସମଗ୍ର ଭାରତରେ କିଟ୍ ବିଶ୍ୱବିଦ୍ୟାଳୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ବେଳେ ଦକ୍ଷିଣ ଏସିଆରେ ୫୫ତମ ସ୍ଥାନ ହାସଲ କରିଛି। ସମଗ୍ର ଭାରତରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍ ୯ମ ସ୍ଥାନରେ ରହିଛି। କିଟ୍ ବିଶ୍ୱବିଦ୍ୟାଳୟ ପ୍ରଥମ ଥର ପାଇଁ କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଂରେ ଅଂଶଗ୍ରହଣ

Read More »