
ଦେଶ ବିଦେଶ
ଇଣ୍ଡିଆ ଏଗେନ୍ଷ୍ଟ ନେଗେଟିଭିଟିର ଏକାଦଶ ସଂସ୍କରଣ
ଭୁବନେଶ୍ୱର : ଇଣ୍ଡିଆ ଏଗେନ୍ଷ୍ଟ ନେଗେଟିଭିଟି (ଆଇଏଏନ୍)ର ଏକାଦଶ ସଂସ୍କରଣ ରବିବାର ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ସଂସଦୀୟ କମିଟି ଅଧ୍ୟକ୍ଷ ତଥା ପୂର୍ବତନ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ଭାରତରେ ଅବସ୍ଥାପିତ ରୁଆଣ୍ଡା ଉଚ୍ଚାୟୁକ୍ତ ଜାକଲିନ୍ ମୁକାଙ୍ଗିରା, ଓଡ଼ିଶା ଉଚ୍ଚ ନ୍ୟାୟାଳୟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଏମ୍ ଏମ୍ ଦାସ, ଜଷ୍ଟିସ୍ ବି ପି ଦାସ, ଓଡ଼ିଶା ମାନବାଧିକାର କମିଶନ ଅଧ୍ୟକ୍ଷ ଜଷ୍ଟିସ୍ ଶତ୍ରୁଘ୍ନ ପୂଜାରୀ, ଉଚ୍ଚତମ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ମାନସ