September 26, 2025

ଦେଶ ବିଦେଶ

୨୬ରୁ କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ୨୬ତାରିଖରୁ ଆରମ୍ଭ ହେଉଛି। ପ୍ରଥମ ଥର କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ୩ ଦିନିଆ ସମାବର୍ତ୍ତନ ହେଉଛି। ଏହି ସମାବର୍ତ୍ତନ ଉତ୍ସବ ତିନି ଦିନ ଧରି ଆୟୋଜିତ ହେବା ଫଳରେ ବହୁ ସଂଖ୍ୟାରେ ସ୍ନାତକ ଛାତ୍ରଛାତ୍ରୀ ସେମାନଙ୍କ ପିତାମାତା ତଥା ଅଭିଭାବକଙ୍କ ସହ ସୁବିଧାରେ ଉତ୍ସବରେ ସାମିଲ ହୋଇପାରିବେ। ଶ୍ରୀଲଙ୍କାର ନୋବେଲ ପୁରସ୍କାର ବିଜେତା ପ୍ରଫେସର ମୋହନ ମୁନାସିଂଘେ, ଟ୍ୟୁନିସିଆର ନୋବେଲ ଶାନ୍ତି ପୁରସ୍କାର ବିଜେତା  ଉଇଦେଦ୍ ବୋଚାମାଉଇ, ଇଣ୍ଟରନ୍ୟାସନାଲ କୋର୍ଟ ଅଫ୍‍ ଜଷ୍ଟିସ୍‍ର

Read More »
ବ୍ୟକ୍ତିତ୍ଵ

କିସ୍‍ ଛାତ୍ରୀ ଜାମିନୀ ଭୁଞ୍ଜିଆ ଜନଜାତିର ପ୍ରଥମ ରିସର୍ଚ୍ଚ ସ୍କଲାର୍‍

ଭୁବନେଶ୍ୱର : କିସ୍‍ ଏକ ବିଶ୍ୱବିଦ୍ୟାଳୟ ହୋଇପାରିଥିବାରୁ ଜନଜାତି ତଥା ଦୁର୍ବଳ ଜନଜାତି ବର୍ଗର ବହୁ ଜନଜାତି ଛାତ୍ରଛାତ୍ରୀ ଉପକୃତ ହୋଇପାରୁଛନ୍ତି। ତାହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କିସ ବିଶ୍ୱବିଦ୍ୟାଳୟ ଛାତ୍ରୀ ଜାମିନୀ ଝାଙ୍କର। ସେ ଚକୁଟିଆ ଭୁଞ୍ଜିଆ ଜନଜାତି ସମ୍ପ୍ରଦାୟର ପ୍ରଥମ ରିସର୍ଚ୍ଚ ସ୍କଲାର ହେବାର ଗୌରବ ଅର୍ଜନ କରିଛନ୍ତି। ଜାମିନୀ କିସ୍‍ ବିଶ୍ୱବିଦ୍ୟାଳୟରେ ରିସର୍ଚ୍ଚ ସ୍କଲାର ଭାବେ ଯୋଗ ଦେଇଥିଲେ। କିସ୍‍ ବିଶ୍ୱବିଦ୍ୟାଳୟରୁ ସେ ତାଙ୍କର ଗବେଷଣା ସଫଳତାର ସହ ଶେଷ କରି ପିଏଚଡ଼ି

Read More »
ଦେଶ ବିଦେଶ

୧୦ ଦେଶର ରାଷ୍ଟ୍ରଦୂତଙ୍କ କିଟ ଓ କିସ ପରିଦର୍ଶନ

ଲାଟିନ ଆମେରିକା ଏବଂ କାରିବିଆନ୍ ଦେଶଗୁଡିକର ପ୍ରତିନିଧିତ୍ୱ କରୁଥିବା ଦଶ ଜଣ ରାଷ୍ଟ୍ରଦୂତ ଆଜି କିଟ୍ ଏବଂ କିସ ପରିଦର୍ଶନ କରିବା ସହ ଜାତିସଂଘ ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସଡିଜି) ଗୋଲ ଟେବଲ ବୈଠକରେ ଯୋଗଦେଇ ଆଲୋଚନା କରିଥିଲେ। ପେରୁ, ଆର୍ଜେଣ୍ଟିନା, ଉରୁଗୁଏ, ପାରାଗୁଏ, ସୁରିନାମ, ଚିଲି, ଜାମାଇକା, ବଲିଭିଆ, ଗୁଆଟେମାଲା ଏବଂ କଲମ୍ବିଆ ଆଦି ଦେଶର ରାଷ୍ଟ୍ରଦୂତମାନେ ଏହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ସେମାନେ କିଟ ଓ କିସ ପରିଦର୍ଶନ କରି ଏହାର

Read More »
ଦେଶ ବିଦେଶ

କିଟ୍ ରେ ୧୬ତମ ଜାତୀୟ ମାର୍କେଟିଂ କନକ୍ଲେଭ ଅନୁଷ୍ଠିତ

ଭୁବନେଶ୍ୱର : ସଫଳତାର କୌଣସି ସର୍ଟକଟ୍‍ ନାହିଁ କି କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ ବୋଲି ବିଶିଷ୍ଟ ଶିଳ୍ପପତି ତଥା ଶ୍ରୀ ସିମେଣ୍ଟର ଅଧ୍ୟକ୍ଷ ହରି ମୋହନ ବାଙ୍ଗୁର ପ୍ରକାଶ କରିଛନ୍ତି। କିଟ୍‍ ମ୍ୟାନେଜମେଣ୍ଟ ସ୍କୁଲ୍‍ ପକ୍ଷରୁ ଶନିବାର ଆୟୋଜିତ ୧୬ତମ ଜାତୀୟ ମାର୍କେଟିଂ କନକ୍ଲେଭରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ବାଙ୍ଗୁର ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ କହିଲେ, ଯେଉଁମାନେ ନିରନ୍ତର କଠୋର ପରିଶ୍ରମର ଅନୁଶାସନକୁ ଆପଣେଇ ଥାଆନ୍ତି ସେମାନେ ନିଶ୍ଚତ ଭାବେ ସେମାନଙ୍କ କ୍ୟାରିଅରରେ ସଫଳ ହୋଇଥାନ୍ତି।

Read More »