October 25, 2025

କ୍ରୀଡା

କିଟରେ ଗ୍ଲୋବାଲ୍‍ ୟୁନିଭର୍‍ସିଟି ଫେୟାର

ଭୁବନେଶ୍ୱର : କିଟ ବିଶ୍ୱବିଦ୍ୟାଳୟରେ ଷ୍ଟଡି ଆବ୍ରୋଡ-ଗ୍ଲୋବାଲ୍ ୟୁନିଭରସିଟି ଫେୟାରର ତୃତୀୟ ସଂସ୍କରଣ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି । ଏଥିରେ ବିଶ୍ୱର ୫୦ଟି ବିଶ୍ୱବିଦ୍ୟାଳୟର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ। କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଉଦ୍‍ଘାଟିତ ଏହି ତିନି ଦିନିଆ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କୁ ଅଗ୍ରଣୀ ବିଶ୍ୱ ପ୍ରତିଷ୍ଠାନରେ ଛାତ୍ରବୃତ୍ତି, ଇଣ୍ଟର୍ନସିପ୍ ଏବଂ ଉଚ୍ଚଶିକ୍ଷା ସମ୍ଭାବନା ଅନୁସନ୍ଧାନ କରିବାର ସୁଯୋଗ ପ୍ରଦାନ କରିଥିଲା।  ଏହି ଅବସରରେ ଶ୍ରୀ ସାମନ୍ତ କହିଲେ, ଏହା ବିଶ୍ୱାୟନର ଯୁଗ। ଯେତେବେଳେ ବିକାଶ

Read More »
ଦେଶ ବିଦେଶ

କିମସରେ ଅତି ବିରଳ ସ୍ନାୟୁ ରୋଗର ସଫଳ ଚିକିତ୍ସା

ଭୁବନେଶ୍ୱର : କିମସ ଡାକ୍ତରମାନେ ନୋଡୋପାଥି ଓ ପାରାନୋଡୋପାଥି ଭଳି ନୂତନ ଆବିଷ୍କୃତ ଅତି ବିରଳ ସ୍ନାୟୁ ରୋଗରେ ସଫଳ ଚିକିତ୍ସା କରି ଉଦାହରଣ ସୃଷ୍ଟି କରିଛନ୍ତି। ଜଣେ ୩୪ ବର୍ଷୀୟ ମହିଳା ପକ୍ଷାଘାତଗ୍ରସ୍ତ ରୋଗରେ ଆକ୍ରାନ୍ତ ହୋଇ ମୁଣ୍ଡ ବ୍ୟତୀତ ଶରୀରର ଅନ୍ୟ କୌଣସି ଅଂଶ କାମ କରୁନଥିଲା। ଗୁରୁତର ଅବସ୍ଥା ସତ୍ତ୍ୱେ ସେ ସଂପୂର୍ଣ୍ଣ ସଚେତନ ଥିଲେ। କିମ୍‍ସରେ ଭର୍ତ୍ତି ହେବା ପରେ ସ୍ନାୟୁରୋଗ ବିଭାଗ ମୁଖ୍ୟ ଡା ସନ୍ତୋଷ ଦାଶ ତାଙ୍କ ରୋଗ

Read More »