October 29, 2025

ରାଜ୍ୟ

କିଟରେ ପାରମ୍ପରିକ ଉତ୍ସାହ ସହ ଛଟ ପୂଜା ପାଳିତ

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟରେ ଭକ୍ତି ଓ ପାରମ୍ପରିକ ଉତ୍ସାହ ସହିତ ସୋମବାର ଉତ୍ତର ଭାରତର ଗଣପର୍ବ ପବିତ୍ର ଛଟ୍‍ ପୂଜା ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟ ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ବିହାର ଓ କିଟ୍‍ ବିଶ୍ୱବିଦ୍ୟାଳୟରେ ପଢୁଥିବା ଉତ୍ତର ଭାରତର ଛାତ୍ରଛାତ୍ରୀମାନେ ଯୋଗଦେଇ ଛଠି ମାତାଙ୍କ ଆରାଧନା କରିଥିଲେ। ପାରମ୍ପରିକ ପୋଷାକ ପିନ୍ଧି ସେମାନେ ସୂର୍ଯ୍ୟ ଭଗବାନଙ୍କୁ ପୂଜା କରିଥିଲେ। ଏହା ଏକ ସ୍ପନ୍ଦନଶୀଳ ଏବଂ ଭକ୍ତିପୂର୍ଣ୍ଣ ପରିବେଶ

Read More »