
୨୨ରେ କିମସ ଜାତୀୟ ସମ୍ମିଳନୀ
ଭୁବନେଶ୍ୱର : ନଭେମ୍ବର ୨୨ ତାରିଖରେ କିମ୍ସରେ ପ୍ରମୁଖ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀ, ‘କିମ୍ସ ଜାତୀୟ ସମ୍ମିଳନୀ ୨୦୨୫‘ର ଦ୍ୱିତୀୟ ସଂସ୍କରଣ ଆୟୋଜିତ ହେଉଛି। ଏହି ସମ୍ମିଳନୀର ବିଷୟ ବସ୍ତୁ ରହିଛି “ଫ୍ୟୁଚର୍ ଅଫ୍ ମେଡିକାଲ୍ କେୟାର ଆଣ୍ଡ ପ୍ରୋଗ୍ରେସ୍’। ଏଥିରେ ଭାରତରେ ସ୍ୱାସ୍ଥ୍ୟସେବା ପ୍ରଦାନର ଭବିଷ୍ୟତ ଦିଗ ଉପରେ ଆଲୋଚନା ପାଇଁ କ୍ଲିନିକାଲ୍ ମେଡିସିନ୍, ଜନସ୍ୱାସ୍ଥ୍ୟ, ନୀତି ନିର୍ଦ୍ଧାରଣ, ଚିକିତ୍ସା ପ୍ରଯୁକ୍ତିବିଦ୍ୟା ଏବଂ ସାମାଜିକ ପରିବର୍ତ୍ତନର ପ୍ରମୁଖ ବିଶେଷଜ୍ଞମାନେ ଏକତ୍ରିତ ହେବେ। ଏହା ସହ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର ବକ୍ତାମାନେ ସଂପ୍ରତି





