November 23, 2025

ଦେଶ ବିଦେଶ

କିମ୍‍ସ ଜାତୀୟ ସମ୍ମିଳନୀ ୨୦୨୫ ଅନୁଷ୍ଠିତ

ଭୁବନେଶ୍ୱର : କିମ୍‍ସ ଜାତୀୟ କନକ୍ଲେଭର ଦ୍ୱିତୀୟ ସଂସ୍କରଣ ଆଜି ଅନୁଷ୍ଠିତ ହୋଇଯାଇଛି । ଦିବସ ବ୍ୟାପୀ ଏହି କାର୍ଯ୍ୟକ୍ରମରେ ଚିକିତ୍ସା, ଜନସ୍ୱାସ୍ଥ୍ୟ, ଜୈବଚିକିତ୍ସା ନବସର୍ଜନା, ସ୍ୱାସ୍ଥ୍ୟସେବା ନୀତି ଏବଂ ଚିକିତ୍ସା ଶିକ୍ଷା ଆଦି କ୍ଷେତ୍ରରୁ ଭାରତର ବହୁ ପ୍ରତିଷ୍ଠିତ ବ୍ୟକ୍ତି ବିଶେଷ ଓ ବିଶେଷଜ୍ଞ ଯୋଗ ହୋଇଥିଲେ । ଚଳିତବର୍ଷ ସମ୍ମଳନୀର ବିଷୟବସ୍ତୁ ଥିଲା- ‘ନିଉଅର ହରିଜନ୍‍ସ, ନିଉଅର କନ୍‍ସେପ୍ଟସ, ନିଉଅର୍‍ ଇନୋଭେସନ୍‍ସ’ । ଏହି କାର୍ଯ୍ୟକ୍ରମରେ ୫ଶହରୁ ଊର୍ଦ୍ଧ୍ୱ ଡାକ୍ତରୀ ଓ ସ୍ୱାସ୍ଥ୍ୟସେବାର ଅନ୍ୟାନ୍ୟ

Read More »