November 27, 2025

ଦେଶ ବିଦେଶ

କିମ୍‍ସରେ ଓଡ଼ିଶାର ପ୍ରଥମ ଡିଜିଟାଲ୍ ପାଥୋଲୋଜି ସ୍କାନର୍‍

ଭୁବନେଶ୍ୱର : ଦ୍ରୁତ ଓ ଠିକ୍ ରୋଗ ନିର୍ଣ୍ଣୟ ପାଇଁ କିମ୍‍ସରେ ଓଡ଼ିଶାର ପ୍ରଥମ ଅତ୍ୟାଧୁନିକ ଡିଜିଟାଲ୍ ପାଥୋଲୋଜି ସ୍କାନର କାର୍ଯ୍ୟ ଆରମ୍ଭ କରିଛି। କିମସ ପାଥୋଲୋଜି ବିଭାଗରେ ଅତ୍ୟାଧୁନିକ ଏସ୍‍ଜି୬୦ ଡିଜିଟାଲ୍ ପାଥୋଲୋଜି ସ୍କାନରକୁ କାର୍ଯ୍ୟକ୍ଷମ କରାଯାଇଛି। ଠିକ୍ ରୋଗ ନିଦାନ କ୍ଷେତ୍ରରେ ଏହା ଏକ ବଡ଼ ସଫଳତା ବୋଲି କୁହାଯାଉଛି। କିଟ୍‍, କିସ୍‍ ଓ କିମ୍‍ସ ପ୍ରତିଷ୍ଠାତା ଡ ଅଚ୍ୟୁତ ସାମନ୍ତ ଆଜି ଏହାକୁ ଉଦ୍‍ଘାଟନ କରିଥିଲେ। ଏହି ସ୍କାନର ସମସ୍ତ ପ୍ରକାର ରୋଗ

Read More »