
ରାଜ୍ୟ
କିସ୍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ ଉତ୍ସବ
ଭୁବନେଶ୍ୱର : ଜାଗରଣ, ଆତ୍ମୀୟତା ଓ ପ୍ରତିବଦ୍ଧତା ହେଉଛି ଜୀବନର ମୂଳମନ୍ତ୍ର ବୋଲି ଓଡ଼ିଶାର ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ରବିବାର କିସ୍ ବିଶ୍ୱବିଦ୍ୟାଳୟ ୫ମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଫେସର ଲାଲ୍ କହିଲେ, ମୁଁ କିଏ, ମୁଁ କେଉଁଠି ଅଛି ଓ ମୁଁ କାହିଁକି ଅଛି ଏ ଅସମାହିତ ପ୍ରଶ୍ନ ଆଜି ପର୍ଯ୍ୟନ୍ତ ସମାଧାନ ହୋଇପାରିନାହିଁ। ମାତ୍ର କିସ୍ ବିଶ୍ୱବିଦ୍ୟାଳୟରେ ପିଲାମାନଙ୍କୁ ଏହି ଅସମାହିତ ପ୍ରଶ୍ନ ଉତ୍ତର ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ

