December 27, 2025

ତାଜା ଖବର

ବିଜେଡି ଅଛି ଓ ଶହେ ବର୍ଷ ରହିବ : ନବୀନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ୨୯ତମ ବିଜେଡି ପ୍ରତିଷ୍ଠା ଦିବସକୁ ବେଶ ଧୁମଧାମରେ ପାଳନ କରାଯାଇଛି। ଏହି ଅବସରରେ ସଭାପତି ନବୀନ ପଟ୍ଟନାୟକ ଉତ୍ସବରେ ସାମିଲ ହୋଇ ଦଳୀୟ କର୍ମୀ ଓ ନେତାଙ୍କୁ ଉଦବୋଧନ ଦେଇଛନ୍ତି। ଦୀର୍ଘ ଦିନ ହେବା ବିଜେଡିକୁ ନେଇ ଯେଉଁ ଚର୍ଚ୍ଚା ଚାଲିଛି ତାହା ଉପରେ ବକ୍ତବ୍ୟ ରଖିଛନ୍ତି ସଭାପତି। ପ୍ରତିଷ୍ଠା ଦିବସରେ ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରି କହିଛନ୍ତି କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ

Read More »
ତାଜା ଖବର

ନବବର୍ଷ ପାଇଁ ପୁରୀରେ ସୁରକ୍ଷା କଡାକଡି 

ଇଂରାଜୀ ନବବର୍ଷ ପାଇଁ ଆଉ ଦିନ କେଇଟା ବାକି ରହିଥିବା ବେଳେ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି ପୋଲିସ। ନୂଆ ବର୍ଷରେ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ଭିଡ ଶ୍ରୀକ୍ଷେତ୍ରରେ ଦେଖିବାକୁ ମିଳିଥାଏ । ଏଥର ମଧ୍ୟ ଭକ୍ତଙ୍କ ସଂଖ୍ୟା ବଢିପାରେ ବୋଲି ଆକଳନ କରାଯାଉଛି । ସେଥିପାଇଁ ସମସ୍ତ ଦିଗରୁ ପ୍ରସ୍ତୁତି କରିଛି ପୋଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ । ଯେଉଁଥିପାଇଁ ଆଜି ପୁରୀ ଜିଲ୍ଲାର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ସମୀକ୍ଷା ବୈଠକ କରିଥିଲେ

Read More »