January 5, 2026

କ୍ରୀଡା

ଅଚ୍ୟୁତ ସାମନ୍ତ ଭାରତୀୟ ଭଲିବଲ୍‍ ସଂଘର ମୁଖ୍ୟ ପୃଷ୍ଠପୋଷକ

ଭୁବନେଶ୍ୱର : ବାରାଣସୀରେ ୭୨ତମ ବରିଷ୍ଠ ଜାତୀୟ ଭଲିବଲ୍ ଚାମ୍ପିଅନସିପ୍ ୨୦୨୬କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଉଦ୍‍ଘାଟନ କରିଥିଲେ। ଏହି ଅବସରରେ ସୋମବାର ଭାରତୀୟ ଭଲିବଲ୍‍ ସଂଘ (ଭିଏଫ୍‍ଆଇ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦେଶର ସବୁ ରାଜ୍ୟରେ ଥିବା ଭଳିବଲ୍‍ ସଂଘର ସଭାପତି, ସମ୍ପାଦକ ଓ ଅନ୍ୟାନ ସଦସ୍ୟମାନେ ଉପସ୍ଥିତ ଥିଲେ। ଏଥିରେ ସର୍ବସମ୍ମତି କ୍ରମେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଭିଏଫ୍‍ ଆଇର ମୁଖ୍ୟ ପୃଷ୍ଠପୋଷକ ମନୋନୀତ

Read More »
ତାଜା ଖବର

୯ରୁ କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍

ଭୁବନେଶ୍ୱର : ଆମେରିକାନ ଆସୋସିଏସନ ଅଫ ଇଣ୍ଡିଆନ ଅରିଜିନ (ଭାରତୀୟ ବଂଶୋଦ୍ଭବ ଚିକିତ୍ସକ ସଂଘ- ଏଏପିଆଇ) ପକ୍ଷରୁ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‍ସେସ୍ (କିମସ)ରେ ଗ୍ଲୋବାଲ୍ ହେଲଥ୍‍କେୟାର ସମିଟ୍ ୨୦୨୬ ଆୟୋଜିତ ହେଉଛି। ଜାନୁଆରୀ ୯ ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀରେ ଭାରତ ଓ ଆମେରିକାର ବହୁ ପ୍ରଖ୍ୟାତ ଡାକ୍ତର, ଗବେଷକ, ସ୍ୱାସ୍ଥ୍ୟ ବିଶେଷଜ୍ଞ, ନବସର୍ଜନାକାରୀମାନେ ଏକତ୍ରିତ ହେବେ। ଏ ନେଇ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍‌ର ଅଧ୍ୟକ୍ଷ ତଥା ଏଏପିଆଇ ସଭାପତି ଡା ଅମିତ ଚକ୍ରବର୍ତ୍ତୀ

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟରେଟ୍

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନର ଜୟପୁରରେ ଥିବା ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି। ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟର ୯ମ ସମାବର୍ତ୍ତନ ଉତ୍ସବ ଅବସରରେ ଆଜି ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହା ହେଉଛି ଶ୍ରୀ ସାମନ୍ତଙ୍କ ୭୦ ତମ ସମ୍ମାନସୂଚକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

Read More »