
ରାଜନୀତି
ନୂତନ ଭୋଟଦାନ କେନ୍ଦ୍ର ପାଇଁ ଦାବୀ ପତ୍ର
ସ୍ବାଧୀନତାର ସାତ ଦଶକ ପରେ ବି ଗ୍ରାମବାସୀଙ୍କୁ ମିଳିନାହିଁ ଭୋଟଦାନ କେନ୍ଦ୍ର । ନିଜ ଗାଁ ରେ ଭୋଟ ଦେବା ସୁଯୋଗରୁ ବଞ୍ଚିତ ଅଛନ୍ତି ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ କଟାବାହାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ କେନ୍ଦୁମାଲ ଗ୍ରାମବାସୀ । ଭାରତ ସ୍ୱାଧୀନ ହେବା ଠାରୁ ନିଜ ଗାଁ ରେ ଭୋଟ ନ ଦେଇ ଏଠାକାର ଭୋଟର ପ୍ରାୟ ୬ କି.ମି ଦୂର ପରମାନନ୍ଦପୁର ଗ୍ରାମକୁ ଯାଇଥାନ୍ତି ଭୋଟ ଦେବା ପାଇଁ । ବାର୍ଧ୍ୟକ୍ୟ ଅବସ୍ଥାରେ ଏତେ ଦୂରକୁ

