January 19, 2026

ରାଜ୍ୟ

ଶିଶୁ ଶ୍ୱାସନଳୀରୁ ବାହାରିଲା ଏଲ୍‍ଇଡି ଉପାଦାନ

ଭୁବନେଶ୍ୱର : ଏଲ୍‍ଇଡ଼ି ଧାତବ ଖେଳନାରେ ଖେଳୁଥିଲା ୧୦ ମାସର ଶିଶୁ । ଭୁଲ ବଶତଃ ଅଜାଣତରେ ନାକରେ ପଶିଯାଇଥିଲା ଏହି ଧାତବ ପଦାର୍ଥ । ଫଳରେ ଶିଶୁଟିକୁ ଶ୍ୱାସକ୍ରିୟା ନେବାରେ ଗୁରୁତର ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା । ଏପରି ଜରୁରୀକାଳୀନ ପରିସ୍ଥିତିରେ ଶିଶୁକୁ କିମ୍‍ସରେ ଭର୍ତ୍ତି କରାଯାଇଥିଲା । ଏଲ୍‍ଇଡି ଧାତବ ଖେଳଣାଟି ତୀକ୍ଷ୍ଣ ଧାରଯୁକ୍ତ ହୋଇଥିବାରୁ ଆଭ୍ୟନ୍ତରିଣ ଆଘାତଜନିତ କ୍ଷତର ବିପଦ ସୃଷ୍ଟି କରିଥିଲା । କିମ୍‍ସରେ ପହଞ୍ଚିବା ପରେ ଡାକ୍ତରମାନେ ଶିଶୁଟିର

Read More »
ତାଜା ଖବର

କିମ୍‍ସରେ ବର୍ଷକ ଶିଶୁର ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ (କିମସ)ରେ ଜଣେ ଏକ ବର୍ଷ ବୟସର ଶିଶୁଠାରେ ଜଟିଳ ଓ ବିରଳ ଅସ୍ତ୍ରୋପଚାର ସଫଳ ହୋଇଛି। ଶିଶୁଟିର ମୁଣ୍ଡର ଆକାର ଅସ୍ୱାଭାବିକ ରହିଥିବା ବେଳେ ଆଖି ଫୁଲିବା ଓ ବୃଦ୍ଧି ବିଳମ୍ବ ହେଉଥିଲା ଏପରି ଅବସ୍ଥାରେ ଶିଶୁଟିକୁ ପରିବାର ଲୋକେ କିମ୍‍ସ ଡାକ୍ତରଙ୍କ ସହ ପରାମର୍ଶ କରିଥିଲେ। ପରୀକ୍ଷା ପରେ ଶିଶୁଟି କ୍ରୁଜନ୍ ସିଣ୍ଡ୍ରୋମ୍‌ରେ ପୀଡିତ ଓ ଖପୁରୀ ଭିତରେ ବିପଜ୍ଜନକ ଭାବରେ ଉଚ୍ଚ ଚାପ ଥିବା

Read More »