January 24, 2026

ଦେଶ ବିଦେଶ

କିସରେ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ

ଭୁବନେଶ୍ୱର : ସ୍ଥାୟୀ ବିକାଶ ଲକ୍ଷ୍ୟ ଓ କିସ୍‍: ପରିବର୍ତ୍ତନକାରୀ ଶିକ୍ଷା, ସ୍ୱେଚ୍ଛାସେବା ଓ ସମାଜ କୈନ୍ଦ୍ରିକ ପଦକ୍ଷେପ ମାଧ୍ୟମରେ ଭାରତର ସ୍ଥାୟୀ ବିକାଶ ଲକ୍ଷ୍ୟ କାର୍ଯ୍ୟକ୍ରମକୁ ଆଗକୁ ବଢ଼ାଇବା ଶୀର୍ଷକ ଉପରେ କିସ୍‍ ରେ ଶନିବାର ଦିନିକିଆ ଜାତୀୟ ଆଲୋଚନଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରି ବିକଶିତ ଭାରତ ପରିପ୍ରେକ୍ଷୀରେ ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟର ପ୍ରାସଙ୍ଗିକତା ଉପରେ ଆଲୋକପାତ କରିଥିଲେ। ସ୍ଥାନୀୟ ସମସ୍ୟାକୁ ଦୃଷ୍ଟିରେ ରଖି ସ୍ଥାୟୀ

Read More »
ଜୀବନଚର୍ଯ୍ୟା

କିମସରେ ଭାରତର ପ୍ରଥମ ୟୁଥ୍‍ ୱେଲନେସ୍‍ କ୍ଲିନିକ୍

ଭୁବନେଶ୍ୱର : ଯୁବପିଢ଼ିଙ୍କ ଅଣଦେଖା କରାଯାଉଥିବା ସ୍ୱାସ୍ଥ୍ୟ ଆବଶ୍ୟକତାକୁ ପୂରଣ କରିବା ଦିଗରେ ଏକ ପଦକ୍ଷେପ ସ୍ୱରୂପ, କିମ୍‍ସ ଭୁବନେଶ୍ୱରର ଶିଶୁ ରୋଗ ବିଭାଗରେ ଏକ ଉତ୍ସର୍ଗୀକୃତ ଯୁବ ସୁସ୍ଥତା କ୍ଲିନିକ୍ ‘ତାରୁଣ୍ୟ’ ଉଦଘାଟିତ ହୋଇଯାଇଛି। ଏଥିରେ ୧୦ରୁ ୧୯ ବର୍ଷ ବୟସର କିଶୋରମାନଙ୍କ ସାମଗ୍ରିକ ସୁସ୍ଥତା ଉପରେ ଧ୍ୟାନ ଦିଆଯିବ। କିଶୋରାବସ୍ଥାରେ ମଣିଷ ଶରୀରରେ ଶାରୀରିକ, ହରମୋନ୍‌, ମାନସିକ, ସାମାଜିକ ଓ ଭାବପ୍ରବଣ ଜନିତ ପରିବର୍ତ୍ତନ ପରିଲକ୍ଷିତ ହୋଇଥାଏ। ଏହି ସମୟରେ ଯୁବକଯୁବତୀମାନଙ୍କୁ ବିଶେଷ ଭାବରେ ଦୁର୍ବଳ କରିଥାଏ ତଥା ସେମାନଙ୍କ ସ୍ୱାସ୍ଥ୍ୟ ଚିନ୍ତାକୁ

Read More »