February 28, 2026

ଦେଶ ବିଦେଶ

୪ରୁ କିଟ୍‍ ରେ ବିଶ୍ୱ ବିଚ୍‍ ଭଲିବଲ୍‍ ଚାମ୍ପିୟନ୍‍ସିପ୍‍

ଭୁବନେଶ୍ୱର: ମାର୍ଚ୍ଚ ୪ରୁ ୮ ତାରିଖ ପର୍ଯ୍ୟନ୍ତ କିଟ୍ ବିଶ୍ୱବିଦ୍ୟାଳୟରେ ଏଫ୍‍ଆଇଭିବି ବିଶ୍ୱ ବିଚ୍‍ ଭଲିବଲ୍‍ ଚାମ୍ପିଅନ୍‍ସିପ୍‍ (ପୁରୁଷ ଓ ମହିଳା) ଆୟୋଜିତ ହେଉଛି। ଏହି ଚାମ୍ପିୟନ୍‍ସିପ୍‍ ପ୍ରଥମ ଥର ଲାଗି ଭାରତ ବିଶେଷ କରି ଓଡ଼ିଶାର କିଟ୍‍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ୫୨ ଦେଶରରୁ ୮୨ଟି ଦଳ ଅଂଶଗ୍ରହଣ କରିବେ। ଏହି ଚାମ୍ପିୟନ୍‍ସିପ୍‍ ରେ ଅଲିମ୍ପିକ୍‍ ସ୍ୱର୍ଣ୍ଣପଦକ ବିଜେତାଙ୍କ ସମେତ ୩୦୬ ଖେଳାଳି ଓ ଅଫିସିଆଲ୍‍ ଯୋଗଦେବେ। ଏଥିପାଇଁ କିଟ୍‍ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଆୟୋଜନ କରାଯାଇଛି।

Read More »