
ଦେଶ ବିଦେଶ
କିମସରେ CORI ରୋବୋଟିକ୍ ବ୍ୟବସ୍ଥା ଆରମ୍ଭ
ଓଡ଼ିଶାରେ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା କିମସ ଭୁବନେଶ୍ୱରରେ ସୂକ୍ଷ୍ମ ଗଣ୍ଠି ପ୍ରତିରୋପଣ ଅସ୍ତ୍ରୋପଚାର ପାଇଁ ଅତ୍ୟାଧୁନିକ CORI ରୋବୋଟିକ୍ ବ୍ୟବସ୍ଥା ଆରମ୍ଭ ହୋଇଛି। ଏହା ଦ୍ଵାରା ରୋଗୀ ଯନ୍ତ୍ରଣା ଶୂନ୍ୟ ସହ ଦ୍ରୁତ ଆରୋଗ୍ୟ ଲାଭ କରିଥାଏ। ବିଶେଷ କରି ଗମ୍ଭୀର ଆଣ୍ଠୁ ଗଣ୍ଠି ରୋଗରେ ପୀଡ଼ିତ ରୋଗୀଙ୍କ ପାଇଁ ଏହା ବରଦାନ ପ୍ରମାଣିତ ହୋଇଛି। ନୂତନ ଭାବେ ଆରମ୍ଭ କରାଯାଇଥିବା ଏହି CORI ରୋବୋଟିକ୍ ବ୍ୟବସ୍ଥାରେ ଅନେକ ପ୍ରକାର ସୁବିଧା ମିଳୁଛି। ଏଥିରେ ପାରମ୍ପରିକ ଗଣ୍ଠି ପ୍ରତିରୋପଣ କ୍ଷେତ୍ରରେ ସାଧାରଣତ ଅସ୍ତ୍ରୋପଚାର ପରବର୍ତ୍ତୀ ଯନ୍ତ୍ରଣା, ଦୀର୍ଘକାଳୀନ

