FOLLOW US ON SOCIAL

  1. Home
  2. »
  3. Breaking News
  4. »
  5. ଦେଶରେ ନୂଆ ୧୬,୮୬୨ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୩୭୯ମୃତ

ଦେଶରେ ନୂଆ ୧୬,୮୬୨ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୩୭୯ମୃତ

ଦେଶରେ ନୂଆ ୧୬,୮୬୨ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୩୭୯ମୃତ
SHARE NOW :

ନୂଆଦିଲ୍ଲୀ(ଲାଇଭ ଓଡିଶା ନ୍ୟୁଜ): ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଏବେ ଦୈନିକ ଆକ୍ରାନ୍ତ ଧୀରେ ଧୀରେ କିମବାରେ ଲାଗିଲାଣି । ଏହା ମଧ୍ୟରେ ଗତ ୨୪ ଘଂଟାରେ ଦେଶରେ ୨୦ହଜାରରୁ କମ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭୯ଜଚ୍ଚଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ ୨୪ ଘଣ୍ଟାରେ ୧୬୮୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୭୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୦ ଲକ୍ଷ ୩୭ ହଜାର ୫୯୨ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୧ ହଜାର ୮୧୪ରେ ପହଞ୍ଚିଛି । ଏବେ ଦେଶରେ ୨୦୩୬୭୮ ସକ୍ରିୟ ମାମଲା ରହିଛି । ସେହିପରି ୩୩୩୮୨୧୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave a Reply

Your email address will not be published. Required fields are marked *

Related Posts