FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ଆଂଶିକ କୋହଳ ହେଲା ଲକ୍‌ଡାଉନ୍‌ କଟକଣା

ଆଂଶିକ କୋହଳ ହେଲା ଲକ୍‌ଡାଉନ୍‌ କଟକଣା

ଆଂଶିକ କୋହଳ ହେଲା ଲକ୍‌ଡାଉନ୍‌ କଟକଣା
SHARE NOW :

ଭୁବନେଶ୍ୱର(ଲାଇଭ୍ ଓଡ଼ିଶା ନ୍ୟୁଜ୍‌):: ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ଆଂଶିକ କୋହଳ ହୋଇଥିବା ସୂଚନା ମିଳିଛି। ସଂକ୍ରମଣ କମିଥିବା ୧୭ ଜିଲ୍ଲାରେ ସକାଳ ୭ରୁ ସନ୍ଧ୍ୟା ୫ଟା ଯାଏ କୋହଳ ହୋଇଥିବା ବେଳେ ୧୩ ଜିଲ୍ଲାରେ ସକାଳ ୬ରୁ ଦିନ ୧ଟା  ଯାଏ କୋହଳ ହୋଇଥିବା ସୂଚନା।

Leave a Reply

Your email address will not be published. Required fields are marked *

Related Posts