FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ଖ୍ରୀଷ୍ଟମାସ ଓ ନୂଆବର୍ଷରେ ଜନଗହଳି ମନା

ଖ୍ରୀଷ୍ଟମାସ ଓ ନୂଆବର୍ଷରେ ଜନଗହଳି ମନା

ଖ୍ରୀଷ୍ଟମାସ ଓ ନୂଆବର୍ଷରେ ଜନଗହଳି ମନା
SHARE NOW :

ଭୁବନେଶ୍ୱର (ଲାଇଭଓଡ଼ିଶା ବ୍ୟୁରୋ ) : ଜିରୋ ନାଇଟ୍ ସେଲିବ୍ରେସନ୍, ହୋଟେଲରେ ନୂଆ ବର୍ଷ ପାଳନ ହୋଇପାରିବ ନାହିଁ । କ୍ଲବ, ରେଷ୍ଟୁରାଣ୍ଟ, ପାର୍କ୍ସ, କନଭେନସନ୍ ହଲ, କଲ୍ୟାଣ ମଣ୍ଡପରେ ମଧ୍ୟ ଜିରୋ ନାଇଟ୍ ପାଳନ ଉପରେ ରୋକ୍ ଲଗାଯାଇଛି ।ବିବାହ ଉତ୍ସବ ବ୍ୟତୀତ ଅନ୍ୟ କେଉଁଥିରେ ଭୋଜିଭାତ ଉତ୍ସବ ହେବ ନାହିଁ । କୋଭିଡ୍ କଟକଣା ମଧ୍ୟରେ ଅନ୍ତ୍ୟେଷ୍ଟି କ୍ରିୟା ପାଳନ ହେବ । ସର୍ବସାଧାରଣରେ କୌଣସି ଭୋଜିଭାତ, ବଣଭୋଜି ହୋଇପାରିବ ନାହିଁ । କଟକଣା ଉଲ୍ଲଂଘନ କଲେ ସ୍ଥାନୀୟ ପ୍ରଶାସନ କାର‌୍ୟ୍ୟା ନୁଷ୍ଠାନ ଗ୍ରହଣ କରିପାରିବ । ଆବଶ୍ୟକସ୍ଥଳେ ସ୍ଥାନୀୟ ପ୍ରଶାସନ ଅତିରିକ୍ତ କଟକଣା ଜାରି କରିବା ନେଇ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।

ଜିରୋ ନାଇଟ୍ ସେଲିବ୍ରେସନ୍, ହୋଟେଲରେ ନୂଆ ବର୍ଷ ପାଳନ ହୋଇପାରିବ ନାହିଁ । କ୍ଲବ, ରେଷ୍ଟୁରାଣ୍ଟ, ପାର୍କ୍ସ, କନଭେନସନ୍ ହଲ, କଲ୍ୟାଣ ମଣ୍ଡପରେ ମଧ୍ୟ ଜିରୋ ନାଇଟ୍ ପାଳନ ଉପରେ ରୋକ୍ ଲଗାଯାଇଛି ।ବିବାହ ଉତ୍ସବ ବ୍ୟତୀତ ଅନ୍ୟ କେଉଁଥିରେ ଭୋଜିଭାତ ଉତ୍ସବ ହେବ ନାହିଁ । କୋଭିଡ୍ କଟକଣା ମଧ୍ୟରେ ଅନ୍ତ୍ୟେଷ୍ଟି କ୍ରିୟା ପାଳନ ହେବ । ସର୍ବସାଧାରଣରେ କୌଣସି ଭୋଜିଭାତ, ବଣଭୋଜି ହୋଇପାରିବ ନାହିଁ । କଟକଣା ଉଲ୍ଲଂଘନ କଲେ ସ୍ଥାନୀୟ ପ୍ରଶାସନ କାର‌୍ୟ୍ୟା ନୁଷ୍ଠାନ ଗ୍ରହଣ କରିପାରିବ । ଆବଶ୍ୟକସ୍ଥଳେ ସ୍ଥାନୀୟ ପ୍ରଶାସନ ଅତିରିକ୍ତ କଟକଣା ଜାରି କରିବା ନେଇ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *

Related Posts