FOLLOW US ON SOCIAL

  1. Home
  2. »
  3. Breaking News
  4. »
  5. ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଉପରକୁ ଅଣ୍ଡାମାଡ

ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଉପରକୁ ଅଣ୍ଡାମାଡ

ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଉପରକୁ ଅଣ୍ଡାମାଡ
SHARE NOW :

ଭବାନୀପାଟଣା(ଲାଇଭ ଓଡିଶା ନ୍ୟୁଜ): ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡାମାଡ । ମମିତା ମେହେର ହତ୍ୟାକାଣ୍ଡର ପ୍ରତିବାଦରେ ଅଣ୍ଡାମାଡ କରିଛନ୍ତି ଭାଜପା ଓ କଂଗ୍ରେସ କର୍ମୀ । କଳାହାଣ୍ଡି ଜିଲା ଭବାନୀପାଟଣାରେ ଆୟୋଜିତ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କାର‌୍ୟ୍ୟକ୍ରମରେ ଯୋଗଦେଇ ଫେରୁଥିବା ବେଳେ ନର୍ଲାଠାରେ ତାଙ୍କ ଗାଡ଼ି ଉପରକୁ ହୋଇଛି ଅଣ୍ଡାମାଡ । ଆଜି ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ କଳାହାଣ୍ଡି ଭବାନୀପାଟଣାରେ ଆୟୋଜିତ ବିଏସକେୱାଇ ବଂଟନ କାର୍ଯ୍ୟକ୍ରମରେ ଯ୍ଧେଜ୍ଞ ଦେଇଥିଲେ । ତେବେ ବିଜେପି ଓ କଂଗ୍ରେସ ପକ୍ଷରୁ ମମିତା ମୃତ୍ୟୁକାଣ୍ଡକୁ ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଉଥିବା ବେଳେ ସେ ଏପରି ପରିସ୍ଥିତିରେ ସମ୍ମୁଖୀନ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *

Related Posts