FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ଯୋରନ୍ଦାରେ ବିଜୁ ସ୍ମାର୍ଟ କାର୍ଡ ବଣ୍ଟନ ଓ ବିଭିନ୍ନ ପ୍ରକଳ୍ପର ଉଦଘାଟନ

ଯୋରନ୍ଦାରେ ବିଜୁ ସ୍ମାର୍ଟ କାର୍ଡ ବଣ୍ଟନ ଓ ବିଭିନ୍ନ ପ୍ରକଳ୍ପର ଉଦଘାଟନ

ଯୋରନ୍ଦାରେ ବିଜୁ ସ୍ମାର୍ଟ କାର୍ଡ ବଣ୍ଟନ ଓ ବିଭିନ୍ନ ପ୍ରକଳ୍ପର ଉଦଘାଟନ
SHARE NOW :

ଢେଙ୍କାନାଳ(ଲାଇଭ ଓଡିଶା ନ୍ୟୁଜ): ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟସେବାରେ ସାମିଲ ହୋଇଛି ଢେଙ୍କାନାଳ । ଏହି ପରିପେକ୍ଷୀରେ ଆଜି ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ଗ୍ରାମ ପଞ୍ଚକ୍ଷୟତ ରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି । ବିଧାୟକ ଶ୍ରୀଯୁକ୍ତ ସୁଧୀର କୁମାର ସାମଲ ଓ ପ୍ରଶାନ୍ତ ରାଉତ ଉପସ୍ଥିତ ରହି ଯୋରନ୍ଦା ଗ୍ରାମ ପଞ୍ଚକ୍ଷୟତ ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ ର ଶୁଭରାମ୍ଭ କରିଛନ୍ତି । ଏଥିି ସହ ଯୋରନ୍ଦା ଓ ଢେଙ୍କାନାଳ ର ସାମଗ୍ରୀକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଆଦେଶ କ୍ରମେ ୮୭୬କୋଟି ୨୭ଲକ୍ଷ ଟଙ୍କାର ୧୯୫ଟି ପ୍ରକଳ୍ପ ର ଉଦଘାଟନ ଓ ଶିଳାନ୍ୟସ କରିଛନ୍ତି ।ଏହି ଅବସରରେ ହିତାଧିକାରୀ ମାନେ ଉପସ୍ଥିତ ରହି ସ୍ୱାସ୍ଥ୍ୟ କାର୍ଡ ଗ୍ରହଣ କରିଛନ୍ତି ।

Leave a Reply

Your email address will not be published. Required fields are marked *

Related Posts