FOLLOW US ON SOCIAL

  1. Home
  2. »
  3. ଟ୍ରେଣ୍ଡିଙ୍ଗ ନ୍ୟୁଜ୍
  4. »
  5. ୧୩ରୁ ମୁମ୍ବାଇ ଗସ୍ତ

୧୩ରୁ ମୁମ୍ବାଇ ଗସ୍ତ

୧୩ରୁ ମୁମ୍ବାଇ ଗସ୍ତ
SHARE NOW :

ଆସନ୍ତା ୧୩ ତାରିଖରୁ ୩ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୧୪ରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ଯୋଗ ଦେଇ ୧୫ରେ ଓଡ଼ିଶା ଫେରିବେ । ସାଢେ଼ ୬ରେ ମୁମ୍ବାଇର ନରିମନ ପଏଣ୍ଟରେ ଥିବା ହୋଟେଲ ଟ୍ରାଇଡେଣ୍ଟରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ହେବ । ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ନିବେଶକଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି ।ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଶିଳ୍ପ ସଚିବ ହେମନ୍ତ ଶର୍ମା ଉପସ୍ଥିତ ରହିବେ ।

Leave a Reply

Your email address will not be published. Required fields are marked *

Related Posts