୨୪ ଘଣ୍ଟାରେ ୬୪୪ ସଂକ୍ରମିତ ଚିହ୍ନଟ

SHARE NOW :
ଭୁବନେଶ୍ୱର(ଲାଇଭ୍ ଓଡିଶା ନ୍ୟୁଜ୍): ଗତ ୨୪ ଘଣ୍ଟାରେ ଆଉ ୬୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୨ ଜଣ ୧୮ ବର୍ଷରୁ କମ୍ ବର୍ଗର। ମୋଟ ସଂକ୍ରମଣ ମଧ୍ୟରୁ ୩୭୫ଟି ସଂକ୍ରମଣ କ୍ୱାରେଣ୍ଟାଇନରୁ ଆସିଥିବା ବେଳେ ୨୬୯ଟି ସ୍ଥାନୀୟ ସଂକ୍ରମଣ ରହିଛି । ଏନେଇ ସୂଚନା ଦେଇଛି , ସୂଚନା ଓ ଲୋକ ସମ୍ପର୍କ ବିଭାଗ ।
ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୧୪, ବାଲେଶ୍ୱରରୁ ୩୪, ଭଦ୍ରକରୁ ୭, ବଲାଙ୍ଗିରରୁ ୫, କଟକରୁ ୭୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬, ଗଜପତିରୁ ୧, ଗଞ୍ଜାମରୁ ୬, ଜଗତସିଂହପୁରରୁ ୨୮, ଯାଜପୁରରୁ ୨୦, ଝାରସୁଗୁଡ଼ାରୁ ୫, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମାଲକାନଗିରିରୁ ୫, ମୟୂରଭଞ୍ଜରୁ ୧୫, ନୟାଗଡ଼ରୁ ୬, ପୁରୀରୁ ୨୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୦, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟପୁଲରୁ ୬୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪କୁ ବୃଦ୍ଧି ପାଇଛି । ୧୦ ଲକ୍ଷ ୮ ହଜାର ୬୭୧ ଜଣ କରୋନାକୁ ମାତ୍ ଦେଇ ସୁସ୍ଥ ହୋଇଥିବା ବେଳେ ଏବେ ରାଜ୍ୟରେ ୫ ହଜାର ୭୧୩ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।
Covid-19 Report For 22nd September
— I & PR Department, Odisha (@IPR_Odisha) September 23, 2021
New Positive Cases: 644
Of which 0-18 years: 72
In quarantine: 375
Local contacts: 269
(Details of local contacts will be shared by concerned Dist Administration)
District Wise Cases:
1. Angul: 14
2. Balasore: 34
3. Bhadrak: 7
4. Balangir: 5
22. Sambalpur: 10
— I & PR Department, Odisha (@IPR_Odisha) September 23, 2021
23. Sonepur: 1
24. Sundargarh: 13
25. State Pool: 67
New recoveries: 445
Cumulative tested: 19517845
Positive: 1022594
Recovered: 1008671
Active cases: 5713